ଜାତୀୟ

ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ମୋଦି ସରକାରଙ୍କୁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ…

7 years ago

ପାଟନାରେ ଲାଗିଲା ବିହାର ମୁଖ୍ୟମନ୍ତ୍ରୀଙ୍କ ‘ନିଖୋଜ’ ପୋଷ୍ଟର

ପାଟନା,୧୭।୧୨: ବିହାରର ରାଜଧାନୀ ପାଟନାରେ ଏମିତି ଏକ ପୋଷ୍ଟର ଲାଗିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ ପୋଷ୍ଟରରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଫଟୋ…

7 years ago

ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର

ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ କରାଯାଇଛି।…

7 years ago

ରାହୁଲଙ୍କ ଭାଷଣର ପ୍ରତିଲିପି ମାଗିଲେ ଇସି

ନୂଆଦିଲ୍ଲୀ,୧୭ା୧୨(ପି.ଟି.)-ଏକ ନିର୍ବାଚନୀ ସଭାରେ ‘ରେପ୍‌ ଇନ୍‌ ଇଣ୍ଡିଆ’ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣର ପ୍ରତିଲିପି ନିର୍ବାଚନ କମିଶନ (ଇସି) ଝାଡ଼ଖଣ୍ଡ ନିର୍ବାଚନ ଅଧିକାରୀଙ୍କୁ…

7 years ago

୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍‌ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର…

7 years ago

ସିଏଏରେ ଭାରତୀୟ ପ୍ରଭାବିତ ହେବେନି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୨-ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଯୋଗୁ ଭାରତୀୟ ନାଗରିକ ପ୍ରଭାବିତ ହେବେନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଆଇନକୁ ବିରୋଧ କରି ହିଂସା ଘଟାଇବା…

7 years ago

‘ଦେଶବାସୀଙ୍କ ବିରୋଧରେ ଯୁଦ୍ଧାରମ୍ଭ କରିଛନ୍ତି ମୋଦି’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ମୋଦି ସରକାର ଦେଶକୁ ଭାଗ ଭାଗ କରିବା ସହ ଦେଶବାସୀଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି।…

7 years ago

‘ବଞ୍ଚିଥିବା ଯାଏ ସିଏଏ ଲାଗୁ କରାଇଦେବିନି’

କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି।…

7 years ago

‘ସ୍ବତଃ ମିଳିବନି ଭାରତୀୟ ନାଗରିକତ୍ୱ’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ଶିଖ୍‌, ପାର୍ସୀ, ଜୈନ ଓ ଖ୍ରୀଷ୍ଟିଆନମାନଙ୍କୁ ଆପଣାଛାଏଁ…

7 years ago

ଝାଡ଼ଖଣ୍ଡ: ୪ର୍ଥ ପର୍ଯ୍ୟାୟରେ ୬୨% ମତଦାନ

ରାଞ୍ଚତ୍,୧୭ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ସୋମବାର ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ଭୋଟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଦେଓଘର, ଗିରିଡିହ, ବୋକାରୋ ଏବଂ ଧାନବାଦ ଜିଲାର ୧୫…

7 years ago