ଜାତୀୟ

ବଡୋଦରାରେ ପ୍ରବଳ ବନ୍ୟା: ଘରେ ପଶିଲା କୁମ୍ଭୀର, ୨୨ଟି ଟ୍ରେନ୍‌ ବାତିଲ୍‌

ବଡୋଦରା, ୨।୮: ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୨ ଘଣ୍ଟା ମଧ୍ୟରେ ରେକର୍ଡ ୫୫୪ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ…

6 years ago

କାଶ୍ମୀର ସମସ୍ୟା: ପୁଣି ମଧ୍ୟସ୍ଥତା କରିବାକୁ ଇଚ୍ଛା ପ୍ରକାଶ କଲେ ଟ୍ରମ୍ପ

ନୂଆଦିଲ୍ଲୀ, ୨।୮: କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଣି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯଦି ଚାହିଁବେ ତେବେ…

6 years ago

ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ, ୨।୮(ପି.ଟି.):ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବୀକୃତି ପ୍ରଦାନ କରିଛନ୍ତି। ଫଳରେ ଏହା ଆଇନରେ ପରିଣତ ହୋଇଛି। ମୁସଲମାନ ସମ୍ପ୍ରଦାୟରେ ଚଳିଆସୁଥିବା…

6 years ago

ଉନ୍ନାଓ ମାମଲାର ଭିନ୍ନ ମୋଡ଼: ୟୁପି ନୁହେଁ, ଦିଲ୍ଲୀରେ ହେବ ଶୁଣାଣି

ନୂଆଦିଲ୍ଲୀ, ୨।୮(ପି.ଟି./ଆଇଏଏନ୍‌ଏସ୍‌):ଉତ୍ତରପ୍ରଦେଶ (ୟୁପି)ର ବହୁଚର୍ଚ୍ଚିତ ଉନ୍ନାଓ ମାମଲାରେ ଗୁରୁବାର ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟ ଉନ୍ନାଓ ବଳାତ୍କାର ପୀଡ଼ିତାଙ୍କ ସମ୍ପର୍କିତ ସମସ୍ତ ୫ ମାମଲା ୟୁପିର ଏକ କୋର୍ଟରୁ ଦିଲ୍ଲୀକୁ…

6 years ago

ପୋକ୍ସୋ ଆଇନରେ ସଂଶୋଧନକୁ ମଞ୍ଜୁରୀ:ଶିଶୁଙ୍କୁ ବଳାତ୍କାର କଲେ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ, ୨।୮(ପି.ଟି./ଆଇଏଏନ୍‌ଏସ୍‌):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଥିବାବେଳେ ସେମାନଙ୍କୁ ଏଥିରୁ ରକ୍ଷାକରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନରେ ସଂଶୋଧନକୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଗୁରୁବାର…

6 years ago

ଆଜି କୁଳଭୂଷଣଙ୍କୁ ମିଳିବ ଦୂତାବାସ ସହାୟତା

ନୂଆଦିଲ୍ଲୀ/ଇସ୍‌ଲାମାବାଦ୍‌, ୨।୮(ଆଇଏଏନ୍‌ଏସ୍‌):ପାକିସ୍ତାନୀ ଜେଲ୍‌ରେ ବନ୍ଦୀ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ ରାଜି ହୋଇଛି। ତାଙ୍କୁ ଏହି ସହାୟତା ଦେବାକୁ ଅନ୍ତର୍ଜାତୀୟ ନ୍ୟାୟିକ…

6 years ago

ଅଯୋଧ୍ୟା ମଧ୍ୟସ୍ଥ କମିଟି ରିପୋର୍ଟ ଦାଖଲ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ, ୨।୮(ପି.ଟି.):ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବ। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର ରେଜିଷ୍ଟ୍ରାରଙ୍କ…

6 years ago

ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲା:ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ, ୨।୮(ପି.ଟି.):ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ସୁପ୍ରିମକୋର୍ଟ ଅପରାଧୀ ମନୋହରନ୍‌ଙ୍କ ମୃତ୍ୟୁଦଣ୍ଡାଦେଶକୁ ଗୁରୁବାର କାଏମ ରଖିଛନ୍ତି। ୨୦୧୦ରେ କୋଏମ୍ବାଟୁର୍‌ରେ ଜନୈକା ୧୦ ବର୍ଷର ନାବାଳିକାଙ୍କୁ…

6 years ago

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ ସେନ୍‌ଗର…

6 years ago

ମନ୍ଦିରରେ ଯମରାଜା କରନ୍ତି ସ୍ବର୍ଗ କିମ୍ବା ନର୍କକୁ ଯିବାର ବିଚାର…

ସାଧାରଣରେ ବିଶ୍ୱାସ ରହିଛି ମନ୍ଦିର ବା ଦେବାଦେବୀଙ୍କ ପାଖକୁ ପ୍ରେତାତ୍ମା ଯାଆନ୍ତି ନାହିଁ। ହେଲେ ହିମାଚଳପ୍ରଦେଶର ଚମ୍ବାରେ ରହିଛି ଏଭଳି ମନ୍ଦିର ଯେଉଁଠିକୁ କେବଳ ପ୍ରେତାତ୍ମା ଯାଇଥାନ୍ତି…

6 years ago