ଜାତୀୟ

ବିହାରର ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ ନୀତୀଶ

ପାଟନା,୩୦।୭: ବିହାରର ବନ୍ୟା ପରିସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଏକ ଜରୁରୀ ବୈଠକ ଡକାଇଥିଲେ। ଏଥିରେ ରାଜ୍ୟର ମନ୍ତ୍ରୀ, ମୁଖ୍ୟ ସଚିବ, ପ୍ରମୁଖ ସଚିବ…

6 years ago

ମାତାଲ୍‌ ହୋଇ ପାଠ ପଢ଼ାଇଲେ ପ୍ରାଥମିକ ଶିକ୍ଷକ: ଭିଡ଼ିଓ ଭାଇରାଲ

ରାୟପୁର,୩୦।୭: ଛତିଶଗଡ଼ରେ ଜଣେ ପ୍ରାଥମିକ ଶିକ୍ଷକ ମାତାଲ ହୋଇ ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଥିବା ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯଶପୁର…

6 years ago

କଂଗ୍ରେସ-ଏନ୍‌ସିପିର ୪ ବିଧାୟକଙ୍କ ଇସ୍ତଫା: ବୁଧବାର ଭାଜପାରେ ଦେବେ ଯୋଗ

ମୁମ୍ବାଇ,୩୦।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ-ଏନ୍‌ସିପିର ୪ ବିଧାୟକ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ସେମାନେ ବୁଧବାର ଭାଜପାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା କୁହାଯାଉଛି।…

6 years ago

ଫୁଲୁଛି ଗୋଦାବରୀ: ଛାତିଏ ପାଣିରେ ପବନସୁତ

ନାସିକ,୨୯।୭: ମହାରାଷ୍ଟ୍ରରେ ବନ୍ୟାର ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁଁ ସାଧାରଣ ଜୀବନ ପ୍ରଭାବିତ ହୋଇଥିବା ବେଳେ ନାସିକରେ ଗୋଦାବରୀ ନଦୀର ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ…

6 years ago

ଚନ୍ଦ୍ରାୟନ ବୈଜ୍ଞାନିକଙ୍କ ଦରମା କାଟ୍‌: ରାଜ୍ୟ ସଭାରେ ପ୍ରସଙ୍ଗ ଉପସ୍ଥାପନ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୭: ଚନ୍ଦ୍ରାୟନ ମିଶନରେ କାର୍ଯ୍ୟ କରୁଥିବା ବୈଜ୍ଞାନିକଙ୍କ ଦରମା କାଟ୍‌ ପ୍ରସଙ୍ଗ ନେଇ ରାଜ୍ୟ ସଭାରେ ବିରୋଧୀ ଦଳ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି। କଂଗ୍ରେସ ଏହି…

6 years ago

ରାଜ୍ୟ ସଭାରେ ତିନି ତଲାକ୍‌ ତାତି: ଜେଡିୟୁ କଲା ଗୃହତ୍ୟାଗ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ମଙ୍ଗଳବାର ତିନି ତଲାକ୍‌ ବିଲ୍‌ ଉପରେ ତର୍କ ବିତର୍କ ଜାରି ରହିଛି। ଏହାକୁ ବିରୋଧ କରି ଜେଡିୟୁ ସଦସ୍ୟ ଗୃହତ୍ୟାଗ କରିଛନ୍ତି। ଜେଡିୟୁର…

6 years ago

ରତୁଲ୍‌ଙ୍କ ୨୫୪ କୋଟିି ଟଙ୍କାର ସମ୍ପତ୍ତି ଜବତ କଲା ଆୟକର ବିଭାଗ

ନୂଆଦିଲ୍ଲୀ,୩୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ୍‌ ପୁରୀଙ୍କ ୨୫୪ ଟଙ୍କାର ସମ୍ପତ୍ତି ଆୟକର ବିଭାଗ ପକ୍ଷରୁ ଜବତ କରାଯାଇଛି। ରାଜୀବ ସାକ୍ସସେନାଙ୍କ ସହଯୋଗରେ ଏଫଡିଆ ଦ୍ୱାରା…

6 years ago

ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍‌ କରନ୍ତୁ ନାହିଁ

ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍‌ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍‌ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ ବ୍ୟକ୍ତି…

6 years ago

ଟିପୁ ସୁଲତାନ୍‌ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ

ବେଙ୍ଗାଲୁର୍‌,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍‌ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ ନ…

6 years ago

କ୍ରସ୍‌ ମଦର ମିଲ୍କ ବ୍ୟାଙ୍କ ଜରିଆରେ ଅନ୍ୟର ଶିଶୁଙ୍କୁ ସ୍ତନ୍ୟପାନ କରାଇ ପାରିବେ ମା’

ଭୋପାଳ,୩୦।୭: ଅଗଷ୍ଟ ପ୍ରଥମ ସପ୍ତାହକୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଭାବେ ପାଳନ କରାଯାଇଥାଏ। ଏବେବି ଅଧିକାଂଶ ଶିଶୁ ସ୍ତନ୍ୟପାନରୁ ବଞ୍ଚିତ ହେଉଥିବା ଦେଖାଯାଏ। ତେବେ ଭୋପାଳରେ ଏହି…

6 years ago