ବେଙ୍ଗାଲୁରୁ,୩୦।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବା ପରେ ବିଏସ୍ ୟେଦୁରପ୍ପା ମଙ୍ଗଳବାର ପ୍ରଥମ କରି ଏକ ବୈଠକରେ ଯୋଗ ଦେଇଛନ୍ତି। କୋଡାଗୁ ବିଧାୟକଙ୍କ ସହ ଏହି ବୈଠକରେ…
ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏହାସହ…
ବେଙ୍ଗାଲୁରୁ,୩୦।୭: ଚଳିତବର୍ଷ କର୍ନାଟକର ଭାଜପା ସରକାର ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନ ନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ବୁଧବାର କ୍ୟାବିନେଟ ବୈଠକ ପରେ ଏହା ସ୍ଥିର…
ଜୟପୁର,୩୦।୭:ରାଜସ୍ଥାନର କୋଟାରେ ଜଣେ ଯୁବକ କୋର୍ଟଙ୍କ ଦଣ୍ଡାଦେଶ ଶୁଣିବା ମାତ୍ରେ ହିଁ ବିଷ ପିଇ ଦେଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ବେଙ୍ଗାଲୁରୁ,୩୦।୭: କର୍ନାଟକର ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗଡେ କାଗେରି ମଙ୍ଗଳବାର ବିଧାନସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସିରସି ଆସନର ବିଧାୟକ ହେଗଡେଙ୍କ ସହ…
ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍ଏସ୍ଏସ୍ ପକ୍ଷରୁ ପୁରସ୍କୃତ କରାଯିବ। ଆର୍ଏସ୍ଏସ୍ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ ଫେବୃୟାରୀ…
ନୂଆଦିଲ୍ଲୀ,୩୦।୭: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍କା ଲାଗି ଚାଲିଛି। ମଙ୍ଗଳବାର କଂଗ୍ରେସ ବରିଷ୍ଠ ରାଜ୍ୟ ସଭା ସଦସ୍ୟ ଇସ୍ତଫା ଦେଇଛନ୍ତି। ସେ ଖୁବ୍ ଶୀଘ୍ର ଭାଜପାରେ…
ପାଟନା,୩୦।୭: ବିହାରର ବନ୍ୟା ପରିସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଏକ ଜରୁରୀ ବୈଠକ ଡକାଇଥିଲେ। ଏଥିରେ ରାଜ୍ୟର ମନ୍ତ୍ରୀ, ମୁଖ୍ୟ ସଚିବ, ପ୍ରମୁଖ ସଚିବ…
ରାୟପୁର,୩୦।୭: ଛତିଶଗଡ଼ରେ ଜଣେ ପ୍ରାଥମିକ ଶିକ୍ଷକ ମାତାଲ ହୋଇ ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଥିବା ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯଶପୁର…
ମୁମ୍ବାଇ,୩୦।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ-ଏନ୍ସିପିର ୪ ବିଧାୟକ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ସେମାନେ ବୁଧବାର ଭାଜପାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା କୁହାଯାଉଛି।…