ଜାତୀୟ

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ।…

7 years ago

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି।…

7 years ago

ମା’ବାପାଙ୍କୁ ହଇରାଣ କଲେ ୬ ମାସ ଜେଲ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ମାତାପିତା କିମ୍ବା ବରିଷ୍ଠ ନାଗରିକଙ୍କୁ ଖରାପ ବ୍ୟବହାର ଦେଖାଇଲେ ୬ ମାସ ଜେଲ୍‌ କିମ୍ବା ୧୦ ହଜାର ଟଙ୍କା ଜରିମାନା ବା ଉଭୟ ଦଣ୍ଡ ଭୋଗିବାକୁ…

7 years ago

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା…

7 years ago

ଚାକିରି ଛାଡ଼ିଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ମୁମ୍ବାଇ,୧୨ା୧୨: ରାଜ୍ୟ ସଭାରେ ନାଗରିକତ୍ୱ ସଂଶୋଧନ ବିଲ୍‌, ୨୦୧୯ ଗୃହୀତ ହେବା ପରେ ଏହାର ପ୍ରତିବାଦରେ ଚାକିରି ଛାଡ଼ିଛନ୍ତି ମହାରାଷ୍ଟ୍ରର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅବ୍‌ଦୁର ରହମନ।…

7 years ago

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ…

7 years ago

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ…

7 years ago

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ…

7 years ago

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା…

7 years ago

ହାଇଦ୍ରାବାଦ୍‌ ଘଟଣା ପରେ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର

ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍‌ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍‌ ଜୈନ…

7 years ago