ଜାତୀୟ

ଅଜୟ ଭାଲା ହେବେ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୫ା୭(ପି.ଟି.): କେନ୍ଦ୍ରରେ ଶକ୍ତି ସଚିବ ଥିବା ଅଜୟ ଭାଲାଙ୍କୁ ସରକାର ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି (ଓଏସ୍‌ଡି) ନିଯୁକ୍ତ କରିଛନ୍ତି। ସେ ଖୁବ୍‌ଶୀଘ୍ର…

6 years ago

ପାଲିଙ୍କିରେ ବୁହାହେଲେ ବାବୁ

ଜମ୍ମୁ,୨୫ା୭(ପି.ଟି.): ଜମ୍ମୁ-କଶ୍ମୀରର ରାମବନ ଜିଲାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ପାଲିଙ୍କିରେ ବୋହି ଛତା ଘୋଡ଼ାଇ ନିଆଯାଉଛି। ଏହି ଫଟୋ ବୁଧବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜିଲା…

6 years ago

ରାଷ୍ଟ୍ରପତି ସଚିବଙ୍କ କାର୍ଯ୍ୟକାଳ ୩ ବର୍ଷ ବଢ଼ିଲା

ନୂଆଦିଲ୍ଲୀ,୨୫ା୭(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ସଞ୍ଜୟ କୋଠାରୀଙ୍କ କାର୍ଯ୍ୟକାଳ ୩ ବର୍ଷ ବୃଦ୍ଧି କରାଯାଇଛି। ଏନେଇ ସରକାର ବୁଧବାର ଅନୁମୋଦନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ…

6 years ago

ଆତଙ୍କବାଦ ନିରୋଧୀ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୫ା୭(ପି.ଟି.): ବିରୋଧୀ ଦଳ ସଦସ୍ୟମାନଙ୍କ ହୋହଲ୍ଲା ଓ କକ୍ଷତ୍ୟାଗ ମଧ୍ୟରେ ଆତଙ୍କବାଦ ନିରୋଧୀ (ସଂଶୋଧନ) ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହି ବିଲ୍‌ ଆଇନରେ…

6 years ago

ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଭୋପାଳ,୨୫।୭: ମଧ୍ୟପ୍ରଦେଶ ରତ୍‌ଲାମ୍‌ର ତାଲ୍‌ ଅଞ୍ଚଳରେ ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା ହେଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

6 years ago

କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ

ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା ପାଖରୁ…

6 years ago

ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ

ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫, ଭାଗଲପୁର…

6 years ago

ଭିଡ ହିଂସାକୁ ନେଇ ୪୯ ଜଣ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ମୋଦିଙ୍କୁ ଚିଠି: ଉଠିଲା ବିବାଦ, ମଣିରତ୍ନମଙ୍କ ଦସ୍ତଖତ ଜାଲ୍‌

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା ଭିଡ଼ ହିଂସାକୁ ନେଇ ଚଳଚ୍ଚିତ୍ର ଜଗତରେ ଉଦବେଗ ପ୍ରକାଶ ପାଇଛି। ଏହାକୁ ରୋକିବା ଲାଗି ୪୯ ଜଣ ପ୍ରତିଷ୍ଠିତ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

6 years ago

ଟିକ୍‌ଟକ୍‌ରୁ ୬୦ ଲକ୍ଷ ଭିଡିଓ ହଟିଲା

ନୂଆଦିଲ୍ଲୀ, ୨୪।୭: ବିଶ୍ୱର ହଜାର ହଜାର ଯୁବପିଢ଼ିଙ୍କୁ ମାତ୍ର ୨୦ ସେକେଣ୍ଡରେ ନିଜକୁ ବ୍ୟକ୍ତ କରିବାର ଭିଡିଓ ଆପ ଟିକ୍‌ଟକ୍‌ ନିଶା ଘାରିଛି। ଏବେ ଭାରତରେ ୬୦…

6 years ago

କର୍ନାଟକରେ ଗଣତନ୍ତ୍ରର ପରାଜୟ ଘଟିଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୪।୭: କର୍ନାଟକ କ୍ଷମତା ଲୋଭିଙ୍କ ବିଜୟ ଏବଂ ଗଣତନ୍ତ୍ରର ପରାଜୟ ଘଟିଛି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। କ୍ଷମତା ହାସଲ ପାଇଁ…

6 years ago