ପାଟନା,୨୪।୭: ବିହାର ମଧୁବାନି ଅଞ୍ଚଳରେ ଆକାଶରୁ ୧୩ କିଗ୍ରା ଓଜନର ଏକ ରହସ୍ୟମୟ ପଥର ଖସିଛି। ଏନେଇ ଜିଲାପାଳ ଶିର୍ସତ୍ କପିଲ୍ ଅଶୋକ ବୁଧବାର ସୂଚନା ଦେଇଛନ୍ତି।…
ରାୟପୁର, ୨୪।୭: ଛତିଶଗଡ ଲୋକସେବା ଆୟୋଗ(ପିସିଏସ୍) ପରୀକ୍ଷାରେ ସ୍ତ୍ରୀସ୍ବାମୀ ପ୍ରଥମ ଦୁଇ ସ୍ଥାନରେ ରହି ଇତିହାସ ରଚିଛନ୍ତି। ଏହି ପରୀକ୍ଷାରେ ସ୍ମାମୀ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ…
ଥିରୁଭାନନ୍ତପୁରମ୍, ୨୪।୭: ପଡୋଶୀ କୁକୁର ସହ ଅବୈଧ ସମ୍ପର୍କ ରଖିବାରୁ ପୋଷା କୁକୁରକୁ ଘରୁ ବିବା କରିଦେଇଛନ୍ତି ମାଲିକ। ଏଭଳି ଘଟଣା ଘଟିଛି କେରଳର ଥିରୁଭାନନ୍ତପୁରମ୍ରେ। ସବୁଠୁ…
ନୂଆଦିଲ୍ଲୀ,୨୪।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ଏହା ଦ୍ୱାରା ଜାତୀୟ ସଂହତି ଉପରେ ନକାରାତ୍ମକ ପ୍ରଭାବ ପଡୁଛି। ଏନେଇ ୪୯ ଜଣ ଖ୍ୟାତି ସମ୍ପନ୍ନ…
ମିରଟ୍,୨୪।୭: ଦେଶରେ ସାମ୍ପ୍ରଦାୟିକ ବିଭେଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମିରଟ୍ରେ ବାସ କରୁଥିବା ଜଣେ ମୁସଲମାନ୍ ମହିଳା ସାମ୍ପ୍ରଦାୟିକ ସଦ୍ଭାବର ଉଦାହରଣ ପାଲଟିଛନ୍ତି। ୪୨ ବର୍ଷ ବୟସ୍କା…
ନୂଆଦିଲ୍ଲୀ,୨୪।୭: ଦେଶର ବିଶିଷ୍ଟ ଶିଳ୍ପପ୍ରତି ତଥା ଓ୍ବିପ୍ରୋର ପ୍ରତିଷ୍ଠାତା ଅଜୀମ୍ ପ୍ରେମ୍ଜୀ ବୁଧବାର ୭୪ ବର୍ଷରେ ପାଦ ଦେଇଛନ୍ତି। ୧୯୪୫ ଜୁଲାଇ ୨୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ…
ନୂଆଦିଲ୍ଲୀ,୨୪।୭: ଭାରତୀୟ ଅର୍ଥବ୍ୟବସ୍ଥାକୁ ସଙ୍କଟରେ ପକାଇବା ପାଇଁ ପାକିସ୍ତାନ ଯୋଜନା କରିଛି। ଏନେଇ ପାକିସ୍ତାନରେ ଛପା ହେଉଥିବା ନକଲି ୨ ହଜାର ଟଙ୍କିଆ ନୋଟ୍ ଭାରତକୁ ପଠାଉଛି।…
ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ…
ନୂଆଦିଲ୍ଲୀ,୨୪।୭: କର୍ନାଟକରେ କଂଗ୍ରେସ ମେଣ୍ଟ ସରକାରର ପତନ ପରେ ଏବେ ଦାକ୍ଷିଣାତ୍ୟରେ କୌଣସି ରାଜ୍ୟରେ କଂଗ୍ରେସ ସରକାର ନାହିଁ। ଦେଶର ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ…
ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ ହେବାପରେ…