ଜାତୀୟ

ଦଳିତ ଯୁବକଙ୍କୁ ଚୋର ଭାବି ଜାଳିଦେଲେ

ଲକ୍ଷ୍ନୌ,୨୪ା୭(ପି.ଟି.): ଉତ୍ତରପ୍ରଦେଶର ବାରାବାଙ୍କି ଜିଲାରେ ଜଣେ ଦଳିତ ଯୁବକ ବୁଲା କୁକୁରଙ୍କ ପ୍ରାଦୁର୍ଭାବରୁ ବଞ୍ଚତ୍ବା ପାଇଁ ଏକ ଘରେ ପଶିଯାଇଥିବାବେଳେ ତାଙ୍କୁ ଚୋର ମନେକରି ଜାଳି ଦିଆଯାଇଥିଲା।…

6 years ago

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ ପାରିବ…

6 years ago

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି।…

6 years ago

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ…

6 years ago

ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପାସ୍‌ ହୋଇଥିବାବେଳେ ବିଜେଡି ଏହାକୁ ସମର୍ଥନ କରିଛି। କେନ୍ଦୁଝରର ବିଜେଡି ସାଂସଦ ଚନ୍ଦ୍ରାଣୀ ମୁର୍ମୁ ଏନେଇ କେନ୍ଦ୍ର…

6 years ago

କର୍ନାଟକ ଭାଜପା ନେତାଙ୍କୁ ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୨୪ା୭(ପି.ଟି.): କୁମାରସ୍ବାମୀ ସରକାର ଆସ୍ଥାଭୋଟରେ ପରାଜିତ ହେବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ କର୍ନାଟକର ଦଳୀୟ ନେତାଙ୍କୁ ମନ୍ତ୍ରଣା ଦେଇଛନ୍ତି। କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରଙ୍କ…

6 years ago

କର୍ନାଟକରେ ୩ ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭(ପି.ଟି.): ୧୯୫୬ରେ କର୍ନାଟକ ଗଠନ ହେବା ପରଠୁ ଅଦ୍ୟାବଧି ୨୫ ଜଣ ମୁଖ୍ୟମନ୍ତ୍ରୀ ହେଲେଣି। ହେଲେ ରାଜ୍ୟର ରାଜନୈତିକ ଇତିହାସରେ କଂଗ୍ରେସର କେବଳ ୩ ନେତା ପୂର୍ଣ୍ଣକାଳୀନ…

6 years ago

ପାଗ ଭିଡ଼ୁଛନ୍ତି ୟେଦୁରପ୍ପା

ବେଙ୍ଗାଲୁରୁ,୨୪ା୭: କର୍ନାଟକ ବିଧାନସଭାରେ ୧୪ ମାସର କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜୟବରଣ କରିବା ପରେ ଭାଜପା ରାଜ୍ୟରେ ସରକାର ଗଠନ କରିବା ଲାଗି ଆଗେଇ ଆସିଛି।…

6 years ago

କର୍ନାଟକ ଆସ୍ଥାଭୋଟ ନାଟକରେ ଯବନିକା: କୁମାରସ୍ବାମୀ ସରକାରର ପତନ, ୧୦୫ ଭୋଟରେ ଜିତିଲା ଭାଜପା

ବେଙ୍ଗାଲୁରୁ,୨୩।୭: କର୍ନାଟକରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଜିତିବାରେ ବିଫଳ ହେବା ପରେ ଆସ୍ଥାଭୋଟ ନାଟକରେ ଯବନିକା…

6 years ago

ପୁଅ ପାଇଁ ନ୍ୟାୟ ଭିକ୍ଷା କରି ୩୫୦ କିଲୋମିଟର ଚାଲିଲେ ୮୧ ବର୍ଷୀୟ ପିତା

ଜୟପୁର,୨୩।୭: ରାଜସ୍ଥାନ ହନୁମାନଗଡ଼ ଜିଲାରେ ହୋଇଥିବା ହତ୍ୟାକାଣ୍ଡକୁ ନେଇ ମୃତକଙ୍କ ପିତା ନ୍ୟାୟ ଭିକ୍ଷା ପାଇଁ ବିଧାନସଭା ଘେରାଉ କରିଛନ୍ତି। ମୃତକ ହେଉଛନ୍ତି ରାମସ୍ବରୂପଙ୍କ ପୁଅ ପବନ…

6 years ago