ଜାତୀୟ

ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବେ ଦର୍ଶକ

ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।…

6 years ago

ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ ସେମାନଙ୍କ…

6 years ago

ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର…

6 years ago

ବିଦ୍ରୋହୀଙ୍କୁ ମନାଇବାକୁ କସରତ

ବେଙ୍ଗାଲୁରୁ,୧୪ା୭(ପି.ଟି.): କର୍ନାଟକରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଇସ୍ତଫା ଦେଇଥିବା ବିଦ୍ରୋହୀ ବିଧାୟକମାନଙ୍କୁ ଦଳକୁ ଫେରାଇନେବା ଲାଗି କଂଗ୍ରେସ ପଛଦ୍ୱାର ବୁଝାମଣା ଚଳାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଏଚ.ଡି.…

6 years ago

ମହାନଦୀ ଜଳ ବିବାଦ: ଓଡ଼ିଶା, ଛତିଶଗଡ଼କୁ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭: ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ପ୍ରକଳ୍ପ ନିର୍ମାଣ କରି ଓଡ଼ିଶାକୁ ଜଳପ୍ରବାହରେ ବାଧା ସୃଷ୍ଟି କରିଥିବାବେଳେ ଏହି ମାମଲା ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି।…

6 years ago

ଭାଜପାରେ ଯୋଗ ଦେବେ ପଶ୍ଚିମବଙ୍ଗର ୧୦୭ ବିଧାୟକ

କୋଲକତା,୧୩।୭: ପଶ୍ଚିମବଙ୍ଗ କଂଗ୍ରେସ, ସିପିଏମ୍‌ ଓ ତ୍ରୁଣ ମୂଳ କଂଗ୍ରେସର ୧୦୭ ଜଣ ବିଧାୟକ ଭାଜପାରେ ଯୋଗ ଦେବେ ବୋଲି ଭାଜପା ନେତା ମୁକୁଲ ରୟ ଶନିବାର…

6 years ago

୪୦ ମିନିଟ୍‌ ବନ୍ଦ ହେବା ପରେ କାର୍ଯ୍ୟକ୍ଷମ ହେଲା ୩ସପ୍ତାହ ଶିଶୁର ହାର୍ଟ

ନୁଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଆଲୌକିକ ଘଟଣା ଦେଖିବାକୁ ମିଳିଛି। ୩ ସପ୍ତାହର ଝିଅ ଇନାୟା ହୃଦ୍‌ରୋଗରେ ପୀଡ଼ିତ ଥିବା ବେଳେ ଅସ୍ତ୍ରୋପଚାରରେ ଏହା ଭଲ ହୋଇପାରିବ…

6 years ago

ଗୋଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଲେ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ବିଧାୟକ

ପଣଜୀ,୧୩।୭: ଗୋଆ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଶନିବାର ହୋଇଛି। ନିକଟରେ କଂଗ୍ରେସରୁ ଇସ୍ତଫା ଦେଇ ଭାଜପାରେ ଯୋଗ ଦେଇଥିବା ୧୦ ଜଣ ବିଧାୟକଙ୍କ ମଧ୍ୟରୁ ୩ ଜଣଙ୍କୁ ମନ୍ତ୍ରୀପଦ…

6 years ago

ରବିବାର ସକାଳ ୬ଟା ୫୧ରୁ ଚନ୍ଦ୍ରାୟନ-୨ର ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌

ନୂଆଦିଲ୍ଲୀ,୧୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଏଥିପାଇଁ…

6 years ago

ଆସାମ ବନ୍ୟାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ

ଗୁଆହାଟି,୧୩।୭: ଗତ ମେ’ ମାସରୁ ଆସାମରେ ବର୍ଷା ଲାଗି ରହିଥିବା ବେଳେ ଏବେ ସୁଦ୍ଧା ପାଖାପାଖି ୨୧ ଟି ଜିଲାର ୮ ଲକ୍ଷ ଲୋକ ବନ୍ୟା ଘେରରେ…

6 years ago