ନୂଆଦିଲ୍ଲୀ,୮।୭: ଗୁଜରାଟରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ସୋମବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ,…
ନୂଆଦିଲ୍ଲୀ,୮।୭: ମସଜିଦ୍ରେ ମୁସଲମାନ୍ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର ହିନ୍ଦୁ…
ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍ପିଙ୍କ ଗୋଡ଼ ଧରି କାନ୍ଦି…
ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ…
ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି ତାମିଲ…
ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ…
ଅମୃତସର, ୮।୭: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ସ୍ତ୍ରୀ ନବଜୋତ କୌରଙ୍କ ସହ ମିଶି ସ୍ବଚ୍ଛ ଅମୃତସର ଅଭିଯାନରେ ଭାଗ ନେଇଛନ୍ତି। ଅମୃତସର ସଡ଼କରେ ପଡିଥିବା…
ଆଲିଗଡ,୮।୭: ଭାରତୀୟ ଜନତା ପାର୍ଟି ଏବେ ତା’ର ସଦସ୍ୟତା ଯୋଗାଡ କରିବା ଅଭିଯାନ ଚଳାଇଛି। ତେଣୁ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଏବେ ଭାଜପାରେ ସାମିଲ…
ବେଙ୍ଗାଲୁରୁ,୮।୭: ସଂଖ୍ୟା ଗରିଷ୍ଠତାକୁ ନେଇ ଏବେ ଅଡୁଆରେ ପଡିଛି କର୍ନାଟକର କୁମାରସ୍ବାମୀ ସରକାର। ଇତି ମଧ୍ୟରେ ବିଧାୟକଙ୍କୁ ମନାଇବାକୁ ଯାଇ କେତେଜଣ ଅସନ୍ତୁଷ୍ଟ ବିଧାୟକଙ୍କୁ କୁମାରସ୍ବାମୀ ମନ୍ତ୍ରୀପଦ…
ଦିଶପୁର,୮।୭: ଆସାମରେ ଜାପାନିଜ୍ ଏନ୍ସେଫାଲାଇଟିସ୍ ଆତଙ୍କ ଦେଖାଦେଇଛି। ଗତ ଏପ୍ରିଲରୁ ଏବେ ପର୍ଯ୍ୟନ୍ତ ଏହି ରୋଗରେ ୫୬ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି। ସେହିପରି ଗତ ୩ମାସ…