ଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ ଉଦ୍ଦେଶ୍ୟରେ…

7 years ago

ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ…

7 years ago

ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି କୁକୁର: ଭିଡ଼ିଓ ଭାଇରାଲ

ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍‌ପିଏଫ୍‌ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି ଏକ କୁକୁର।…

7 years ago

୩୫ ବର୍ଷ ମଧ୍ୟରେ ବିନା ଯୁଦ୍ଧରେ ସିଆଚୀନ୍‌ରେ ଶହୀଦ୍‌ ହୋଇଛନ୍ତି ୮୭୩ ଯବାନ: ପାକିସ୍ତାନଠାରୁ ଭୟଙ୍କର ଶତ୍ରୁ ପାଲଟିଛି ସ୍ଥାନୀୟ ପାଣିପାଗ

ଜମ୍ମୁ,୧୯।୧୧:ସିଆଚୀନ୍‌ ଗ୍ଲାସିୟର ପୃଥିବୀର ଉଚ୍ଚତମ ଯୁଦ୍ଧସ୍ଥଳ। ଏଠାରେ ଭାରତୀୟ ଯବାନ ୧୬ ରୁ ୨୦ ହଜାର ଫୁଟ ଉଚ୍ଚରେ ମୁତୟନ ହୋଇଥାନ୍ତି। ଦେଶ ସୀମାର ସୁରକ୍ଷା ପାଇଁ…

7 years ago

ଘରକୁ ଫେରିଲେ ନୁସରତ

କୋଲକାତା,୧୯।୧୧: ଅଭିନେତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ନୁସରତ ଜହାଁ ସୋମବାର ସନ୍ଧ୍ୟାରେ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ…

7 years ago

ଚିଲଡ୍ରେନ୍‌ ବ୍ୟାଙ୍କ: ଟଙ୍କାଏ ଦିଟଙ୍କା ଜମା କରୁଛନ୍ତି ଛୋଟ ପିଲା

ଇନ୍ଦୋର,୧୯।୧୧: ମଧ୍ୟପ୍ରଦେଶ ଇନ୍ଦୋରରେ ଛୋଟ ଛୋଟ ପିଲାଙ୍କ ଦ୍ୱାରା ଗଠନ କରାଯାଇଛି ଚିଲଡ୍ରେନ୍‌ ବ୍ୟାଙ୍କ। ଏଥିରେ ନିଜ ପକେଟ ମନିରୁ ଟଙ୍କାଏ ଦିଟଙ୍କା ଛୋଟ ଛୋଟ ପିଲା…

7 years ago

ପରସ୍ପର ମଧ୍ୟରେ ଲଢିଲେ ହେବ ଉଭୟଙ୍କର କ୍ଷତି: ଭାଗବତ

ମୁମ୍ବାଇ,୧୯।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଏବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ଜଣା ସ୍ବାର୍ଥରେ କ୍ଷତି…

7 years ago

ଏଠାରେ ୧କିଲୋ ପ୍ଲାଷ୍ଟିକ୍‌ ବଦଳରେ ମିଳୁଛି କିଲେ ଚାଉଳ

ମୁଲୁଗୁ,୧୯।୧୧: ଦେଶକୁ ପ୍ଲାଷ୍ଟିକ୍‌ ମୁକ୍ତ ଓ ପରିବେଶ ଦୂଷିତ ହେବାରୁ ବଞ୍ଚାଇବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ମିଳିତ ଭାବେ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ…

7 years ago

ବଦଳିପାରେ କଂଗ୍ରେସର ‘ଭାରତ ବଚାଓ’ ରାଲିର ତାରିଖ

ନୂଆଦିଲ୍ଲୀ,୧୯।୧୧: ଆସନ୍ତା ୩୦ ତାରିଖରେ କଂଗ୍ରେସ ପକ୍ଷରୁ ‘ଭାରତ ବଚାଓ’ ରାଲି କରାଯିବାର ତାରିଖ ଧାର୍ଯ୍ୟ କରାଯାଇଥିଲା। ହେଲେ ଏବେ ଏଥିରେ ପରିବର୍ତ୍ତନ କରାଯିବ ବୋଲି ବିଶେଷ…

7 years ago

ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍‌ କାଟି ଖୁଆଇଲେ

ନାସିକ୍‌,୧୯।୧୧: ମହାରାଷ୍ଟ୍ର ନାସିକ୍‌ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍‌ ଅଞ୍ଚଳର ଚାନ୍ଦୋରି…

7 years ago