ଜାତୀୟ

ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୪।୧୧: ରାଫାଲ୍‌ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ…

7 years ago

ପଣ୍ଡିତ ନେହେରୁଙ୍କ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ…

7 years ago

ବଡ଼ ଖଣ୍ଡପୀଠରେ ସାବରିମାଲା ମାମଲାର ହେବ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୧୧: ସାବରିମାଲା ମାମଲାର ବିଚାର ଏଣିକି ବଡ଼ ଖଣ୍ଡପୀଠରେ କରାଯିବ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ…

7 years ago

ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କ ପରଲୋକ: ଆଇନଷ୍ଟାଇନ୍‌ଙ୍କ ସିଦ୍ଧାନ୍ତକୁ କରିଥିଲେ ଚ୍ୟାଲେଞ୍ଜ୍‌

ପାଟନା,୧୪।୧୧: ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କର ଗୁରୁବାର ପରଲୋକ ଘଟିଛି। ପାଟନାରେ ୭୪ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। ଦୀର୍ଘ ୪୦ ବର୍ଷ ଧରି ସେ…

7 years ago

ନଡ଼ା ନ ଜଳାଇବା ଚାଷୀଙ୍କୁ ସରକାର ଦେବେ ୨ହଜାର ୫ଶହ ଟଙ୍କା ପ୍ରୋତ୍ସାହନ ରାଶି

ଚଣ୍ଡିଗଡ଼,୧୪।୧୧: ନଡା ଜଳାଇବାକୁ ନେଇ ପଞ୍ଜାବ ସରକାର ଏବେ ଏକ ବଡ ପଦକ୍ଷେପ ନେଇଛନ୍ତି। ସୁପ୍ରିମକୋର୍ଟର ନିର୍ଦ୍ଦେଶ ପରେ ପଞ୍ଜାବ ସରକାର ଏବେ ନଡ଼ା ନ ଜଳାଉଥିବା…

7 years ago

ଶିଶୁଦିବସ ଉପଲକ୍ଷେ ସ୍ବତନ୍ତ୍ର ଡୁଡୁଲ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୧୧:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମଦିବସ। ଏହି ଦିନଟିକୁ ସାରା ଦେଶରେ ଶିଶୁଦିବସ ଭାବେ ପାଳନ କରାଯାଏ। ୧୮୮୯ ନଭେମ୍ବର ୧୪ରେ ନେହେରୁ…

7 years ago

ଜଳବାୟୁ ପରିବର୍ତ୍ତନ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ: ରିପୋର୍ଟ

ନୂଆଦିଲ୍ଲୀ,୧୪।୧୧: ଜଳବାୟୁ ପରିବର୍ତ୍ତନ ଆଗାମୀ ଦିନରେ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ। ଏନେଇ ଲାନସେଟ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ସମ୍ପ୍ରତି ଭାରତୀୟ ଶିଶୁଙ୍କ…

7 years ago

ଅଶ୍ୱଚାଳନାରେ ସ୍ବର୍ଣ୍ଣପଦକ ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ

ନୂଆଦିଲ୍ଲୀ, ୧୪।୧୧: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡ୍ଡାଙ୍କ ବୋହୂ ତଥା ପୂର୍ବତନ ଏମ୍‌ପି ଦିପେନ୍ଦ୍ର ହୁଡ୍ଡାଙ୍କ ସ୍ତ୍ରୀ ଶ୍ୱେତା ଇତିହାସ ରଚିଛନ୍ତି। ସେ ବିଶ୍ୱ…

7 years ago

କେବେ ପାଳନ କରାଯାଇଥିଲା ଶିଶୁ ଦିବସ

ନୂଆଦିଲ୍ଲୀ,୧୪।୧୧: ସାରା ଦେଶରେ ନଭେମ୍ବର ୧୪ ଗୁରୁବାର ପାଳନ କରଯାଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସକୁ ଶିଶୁ ଦିବସ…

7 years ago

ଭାଜପାରେ ହୋଇପାରେ ବିଦ୍ରୋହ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଅଯୋଗ୍ୟ ଘୋଷିତ ୧୭ ବିଧାୟକଙ୍କ ମଧ୍ୟରୁ କେତେଜଣଙ୍କୁ କର୍ନାଟକ ବିଧାନସଭା ଉପନିର୍ବାଚନରେ ଭାଜପା ଟିକେଟ ଦେବ ବୋଲି କୁହାଯାଉଛି। ଏହା ଜଣାପଡିବା ପରେ ଭାଜପାରେ ବିଦ୍ରୋହ…

7 years ago