ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍ କ୍ୟାମ୍ପ୍ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ…
ମୁମ୍ବାଇ,୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଫଳରେ ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ଫଳରେ ସାଧାରଣ ଜୀବନଯାତ୍ରା…
ନୂଆଦିଲ୍ଲୀ/ଓ୍ବାଶିଂଟନ,୧ା୭: ଗୋସୁରକ୍ଷା ନାମରେ ଓ ଜୋର୍ଜବରଦସ୍ତ ‘ଜୟ ଶ୍ରୀରାମ’ କୁହାଇବା ଲାଗି ଭାରତରେ ଭିଡ଼ହିଂସା ବଢ଼ିବାରେ ଲାଗିଛି। ସଂଖ୍ୟାଲଘୁ ଓ ଦଳିତ ସମ୍ପ୍ରଦାୟର ଲୋକଙ୍କୁ ତଥାକଥିତ ହିନ୍ଦୁତ୍ୱବାଦୀମାନେ…
ଚେନ୍ନାଇ,୧ା୭: ଚେନ୍ନାଇ ସମେତ ଦେଶର ବିଭିନ୍ନ ଅଞ୍ଚଳରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଥିବାବେଳେ ଟ୍ରିପ୍ଲିକେନ୍ର ଜଣେ ବ୍ୟବସାୟୀ ପାଣି ପାଇଁ ବିଚିତ୍ର ଘୋଷଣାନାମା କରିଛନ୍ତି। ବାଲଟିଏ…
ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ ଜଳ…
ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍ ବର୍ଡର…
ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି। ଷ୍ଟ୍ରମ୍…
ନୂଆଦିଲ୍ଲୀ, ୩୦।୬: ପୂର୍ବତନ ସ୍ବରାଷ୍ଟ ମନ୍ତ୍ରୀ ସୁଶୀଲ କୁମାର ସିନ୍ଦେ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଗତ ଲୋକ ସଭା ନିର୍ବାଚନରେ ଦଳ…
‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି। ବଲିଉଡକୁ…
ନୂଆଦିଲ୍ଲୀ, ୩୦।୬: ଅନ୍ଧବିଶ୍ବାସକୁ ଯଦି ଆସ୍ଥା ମିଳିଯାଏ, ତେବେ ଅନେକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସେ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ।…