ପାଟନା,୧୧।୧୧: ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବି ଯାଦବ ଏକ ଚାର୍ଟର୍ଡ ବିମାନରେ ଜନ୍ମଦିନ ପାଳିବାର କିଛି…
ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର ବାରମୁଳାରୁ…
ନୂଆଦିଲ୍ଲୀ,୧୧।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ ସାଧାରଣ ଜନତାଙ୍କ ସହ ବଲିଉଡ୍ ସେଲିବ୍ରିଟିମାନେ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଏଥିପାଇଁ ଦିଲ୍ଲୀରେ ହେବାକୁ ଥିବା ବଲିଉଡ୍ ଫିଲ୍ମର…
ନୂଆଦିଲ୍ଲୀ,୧୧।୧୧: ଜେଏନ୍ୟୁର ଦୀକ୍ଷାନ୍ତ ସମାରୋହ ସୋମବାର ସମ୍ପନ୍ନ ହୋଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ବାହାରେ ଶିକ୍ଷାର୍ଥୀ ହଷ୍ଟେଲ୍ ଫି ବୃଦ୍ଧି ଏବଂ ଡ୍ରେସ୍ କୋଡ୍ ନେଇ ବିକ୍ଷୋଭ ପ୍ରଦର୍ଶନ…
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା। କୌଣସି ଦଳ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ବେଳେ କିଛି ଦଳ ମେଣ୍ଟରେ ହିଁ ସରକାର…
ନୂଆଦିଲ୍ଲୀ,୧୧।୧୧: ସୁନ୍ନୀ ଓ୍ବାକଫ୍ ବୋର୍ଡକୁ ମସଜିଦ୍ ନିର୍ମାଣ ପାଇଁ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଜମି…
ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଟି.ଏନ୍. ଶେଷାନଙ୍କ ରବିବାର ଚେନ୍ନାଇଠାରେ ହୃଦ୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୮୭ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ…
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ଭାଜପା-ଶିବସେନା ମଧ୍ୟରେ ଚାଲିଥିବା ତୁତୁମେମେ ଥମିବାର ନାଁ ନେଉନାହିଁ। ରବିବାର ସରକାର ଗଠନ କରିବାକୁ ଭାଜପା ମନା କରିବା ପରେ ସୋମବାର ଶିବସେନା ନେତା…
ନୂଆଦିଲ୍ଲୀ,୧୧।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିରର ମୂଳଦୁଆ ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ବୋଲି ସନ୍ଥମାନଙ୍କ ପକ୍ଷରୁ…
ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍ ଅଲ୍ଆଉଟ୍ ଜାରି ରହିଛି। ସୋମବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କୁ ଏହି…