ଜାତୀୟ

ହୋଟେଲରେ ବିଧାୟକଙ୍କୁ ଭେଟିଲେ ଆଦିତ୍ୟ ଠାକରେ

ମୁମ୍ବାଇ,୮।୧୧: ମହାରାଷ୍ଟ୍ରରେ ରାଜନୈତିକ ଜାରି ରହିଛି। ରାଜ୍ୟରେ ବିଧାନସଭା କାର୍ଯ୍ୟକାଳ ଶନିବାର ସରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଭାଜପା ଏବଂ ଶିବସେନା ମଧ୍ୟରେ ଆଲୋଚନା…

7 years ago

ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍‌ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରି…

7 years ago

ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର ଭେଟିବାର…

7 years ago

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୮।୧୧: ନିଜ କାର୍ଯ୍ୟରୁ ବାଦ୍‌ ଆସୁନି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ପାକିସ୍ତାନ ପକ୍ଷରୁ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ସେନା ଭାରତୀୟ ସୀମାରେ ଗୁଳିମାଡ କରିଛନ୍ତି।…

7 years ago

ଆଜି ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମଦିନ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୮।୧୧:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଛା ଜଣାଇଛନ୍ତି।…

7 years ago

୧୯ ବର୍ଷୀୟ ଯୁବକଙ୍କ ନାଁରେ ୧୭୫ଟି ମାମଲା

ପୁଣେ,୮।୧୧: ପୁଣେ ପୋଲିସ ପାଇଁ ଜଣେ ୧୯ ବର୍ଷୀୟ ଯୁବକ ମୁଣ୍ଡବିନ୍ଧାର କାରଣ ସାଜଛି। ୮ ବର୍ଷ ଭିତରେ ଉକ୍ତ ଯୁବକଙ୍କ ନାଁରେ ୧୭୫ଟି ମାମଲା ରୁଜୁ…

7 years ago

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଯୋଧ୍ୟା,୮।୧୧: ଆସନ୍ତା ସପ୍ତାହରେ ରାମଜନ୍ମଭୂମି-ବାବ୍ରି ମସଜିଦ ରାୟ ଆସିବ। ଏହା ପୂର୍ବରୁ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା ବ୍ୟବସ୍ଥା…

7 years ago

ଶିଖ୍‌ ତୀର୍ଥଯାତ୍ରୀଙ୍କ ସହ ପାକ୍‌ ଯିବା ଲାଗି ସିଦ୍ଧୁଙ୍କୁ ଅନୁମତି

ନୂଆଦିଲ୍ଲୀ,୮-୧୧(ଆଇଏଏନ୍‌ଏସ୍‌):ନଭେମ୍ବର ୯ରେ କର୍‌ତାରପୁର କରିଡର ଦେଇ ପାକିସ୍ତାନର ଦର୍‌ବାର ସାହିବ ଗୁରୁଦ୍ୱାର ଯିବା ଲାଗି କେନ୍ଦ୍ର ସରକାର କଂଗ୍ରେସ ନେତା ନବଜୋତ୍‌ ସିଂ ସିଦ୍ଧୁଙ୍କୁ ଅନୁମତି ପ୍ରଦାନ…

7 years ago

କର୍‌ତାରପୁର କରିଡର:ପାକିସ୍ତାନର ନୂଆ ଘୋଷଣାରୁ ଦ୍ୱନ୍ଦ୍ୱ

ଇସ୍‌ଲାମାବାଦ,୮-୧୧(ଆଇଏଏନ୍‌ଏସ୍‌):କର୍‌ତାରପୁର କରିଡରକୁ ନେଇ ପାକିସ୍ତାନ ସରକାରଙ୍କ ନୂଆ ଘୋଷଣା ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଇଛି। କର୍‌ତାରପୁର ଗୁରୁଦ୍ୱାର ଆସିବା ଲାଗି ଭାରତୀୟ ତୀର୍ଥଯାତ୍ରୀଙ୍କର ପାସ୍‌ପୋର୍ଟ ଆଣିବା ଆବଶ୍ୟକ ନାହିଁ…

7 years ago

ସରକାର ଗଠନ ବିଳମ୍ବିତ

ମୁମ୍ବାଇ,୮-୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନ ବିଳମ୍ବିତ ହୋଇଛି। ତ୍ରୟୋଦଶ ବିଧାନସଭା ଅବଧି ଶେଷ ହେବାକୁ ୨୪ ଘଣ୍ଟାରୁ କମ୍‌ ସମୟ ବାକି ଥିବାବେଳେ କେଉଁ ଦଳ ବା…

7 years ago