ଜାତୀୟ

ମୁଣ୍ଡରେ ସିନ୍ଦୁର, ହାତରେ ମେହେନ୍ଦୀ ଲଗାଇ ସଂସଦରେ ଶପଥ ନେବା ପାଇଁ ପହଞ୍ଚିଲେ ନୁସରତ

ନୂଆଦିଲ୍ଲୀ,୨୫।୬: ୧୭ତମ ଲୋକ ସଭାରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସରୁ ନିର୍ବାଚନ ଜିତିଥିବା ବଙ୍ଗାଳୀ ଅଭିନେତ୍ରୀ ନୁସରତ ଜହାଁ ଓ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ସଂସଦରେ…

7 years ago

ଗନ୍‌ ପଏଣ୍ଟ୍‌ରେ ଯାନବାହନ ଚେକିଂ କରୁଛି ଉତ୍ତରପ୍ରଦେଶ ପୋଲିସ୍‌: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ପୂର୍ବରୁ ଉତ୍ତରପ୍ରଦେଶର ଜଣେ ହାବିଲଦାର୍‌ ଚୋରଙ୍କ ପିଛା କରୁଥିବା ସମୟରେ ବନ୍ଧୁକ ନ ଫୁଟିବାରୁ ପାଟିରେ ଠାଏ ଠାଏ କହୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌…

7 years ago

ଜମି ବିବାଦ: କଲୋନେଲ୍‌ଙ୍କ ଦାଦାଗିରି; ୪୦ ଯବାନଙ୍କୁ ନେଇ ଟ୍ରାକ୍ଟରରେ ଚାଷ କଲେ

ପୁଣେ,୨୫।୬: ମହାରାଷ୍ଟ୍ର ଖେଦ୍‌ ଜିଲାରେ ଜମି ବିବାଦକୁ ନେଇ ଜଣେ କଲୋନେଲ୍‌ଙ୍କ ଦାଦାଗିରି ଘଟଣା ଲୋକଲୋଚନକୁ ଆସିଛି। ସ୍ଥାନୀୟ ଗୁଲାନି ଗାଁରେ ୬୫ ଏକର ଜମିକୁ ନେଇ…

7 years ago

ସରକାରୀ ହସ୍ପିଟାଲରୁ ଉଦ୍ଧାର ହେଲା ୩ଫୁଟର ଝିଟିପିଟି

ଫତେହବାଦ,୨୫।୬: ହରିୟାଣାର ଫତେହବାଦର ତୋହାନା ନିକଟସ୍ଥ ସରକାରୀ ହସ୍ପିଟାଲର ଏମାରଜେନ୍ସୀ ଓ୍ବାର୍ଡରୁ ଏକ ବିଶାଳକାୟ ଝିଟିପିଟିକୁ ଉଦ୍ଧାର କରାଯାଇଛି। ଏହି ଝିଟିପିଟିର ଲମ୍ବ ପ୍ରାୟ ୩ଫୁଟ ରହିଥିବା…

7 years ago

ନିଆରା ବିବାହ: ହେଲାନି କନ୍ୟାଦାନ ନା ବିଦାୟ

ପାଟନା,୨୫।୬: ବିବାହକୁ ସାତ ଜନ୍ମର ବନ୍ଧନ ବୋଲି କୁହାଯାଏ। ବିବାହ ସମୟରେ ନବ ବିବାହିତା ଯୋଡି ବେଦୀରେ ସାତଘେରା ବୁଲିବା ସହ ଉଭୟ ପରସ୍ପରଙ୍କୁ ସାତଟି ପ୍ରତିଶ୍ରୁତି…

7 years ago

କୃଷ୍ଣସ୍ବାମୀ ନଟରାଜନ୍‌ ଭାରତୀୟ ତଟରକ୍ଷୀ ବାହିନୀ ଡିଜି ନିଯୁକ୍ତ

ନୂଆଦିଲ୍ଲୀ, ୨୫।୬: ଭାରତୀୟ ତଟରକ୍ଷୀ ବାହିନୀ ଡିଜି ଭାବେ କୃଷ୍ଣସ୍ବାମୀ ନଟରାଜନ୍‌ଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଡିଜି ଭାବେ କାର୍ଯ୍ୟ କରୁଥିବା ରାଜେନ୍ଦ୍ର ସିଂଙ୍କ ସ୍ଥାନରେ…

7 years ago

କଂଗ୍ରେସକୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଗୁଜରାଟ ରାଜ୍ୟ ସଭା ଉପନିର୍ବାଚନ ଏକାଠି କରାଇବା ଆବେଦନ ଖାରଜ

ନୂଆଦିଲ୍ଲୀ,୨୫।୬: ସୁପ୍ରିମ୍‌କୋର୍ଟଙ୍କ ରାୟ ଯୋଗୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଗୁଜରାଟର ୨ଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ଏକାଠି କରାଇବା ଲାଗି କଂଗ୍ରେସ ପକ୍ଷରୁ ସୁପ୍ରିମ୍‌କୋର୍ଟରେ…

7 years ago

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ…

7 years ago

ଆଧାର ତ୍ରୁଟି ପାଇଁ ବିବାହ ବନ୍ଦ

ଆନ୍ଧ୍ରପ୍ରଦେଶ,୨୫।୬: ଆଧାରକାର୍ଡରେ ତ୍ରୁଟି ଯୋଗୁ ଯୁବକ ଯୁବତୀଙ୍କ ଭାଙ୍ଗିଲା ବିବାହ। ଏହାପରେ ନ୍ୟାୟ ପାଇଁ ଯୁବତୀ ଜଣଙ୍କ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

7 years ago

ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୨୫।୬: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍‌ପ୍ୟାଡ୍‌ରେ ୩ ଶହରୁ ଅଧିକ ଆତଙ୍କବାଦୀଙ୍କୁ…

7 years ago