ଜାତୀୟ

ନିର୍ବାଚନ ଫଳାଫଳ ଘୋଷଣାକୁ ପୂରିଲା ମାସେ: ଭାଜପା ୨୦୨୪ ପାଇଁ କରୁଛି ଯୋଜନା; କଂଗ୍ରେସ ଅଧ୍ୟକ୍ଷ ପଦ ଏବଂ ମନ୍ଥନରେ ବ୍ୟସ୍ତ

ନୂଆଦିଲ୍ଲୀ, ୨୩।୬: ଲୋକ ସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଭାଜପା ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହୋଇଛି। ମେ ୨୩ରେ ଫଳାଫଳ ପ୍ରକାଶ ପାଇଥିଲା।…

7 years ago

୫୦ କୁକୁରଙ୍କୁ ମାରିଲା ତେଲେଙ୍ଗାନା ନଗରପାଳିକା ଏଜେନ୍ସି: ମାମଲା ରୁଜୁ

ହାଇଦ୍ରାବାଦ,୨୩।୬: ତେଲେଙ୍ଗାନାର ବିକାରାବାଦରେ ନଗରପାଳିକା ଏଜେନ୍ସି ଦ୍ୱାରା ୫୦ରୁ ଊର୍ଦ୍ଧ୍ୱ କୁକୁରଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ପୋଲିସର ସୂଚନା ଅନୁଯାୟୀ, କୁକୁର ଗୁଡିକର ମୃତ ଶରୀରକୁ ସହର…

7 years ago

ଭୟଙ୍କର ରୂପ ନେଇଛି ମସ୍ତିଷ୍କ ଜ୍ୱର: ଭୟରେ ଲୋକେ ଘର ଛାଡୁଛନ୍ତି

ପାଟନା,୨୩।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ୧୨୯ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହାକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଥମ ପଦକ୍ଷେପ ସ୍ବରୂପ ଶ୍ରୀକ୍ରିଷ୍ଣା…

7 years ago

‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନାର ସଫଳତା: ୪ ବର୍ଷରେ ଲିଙ୍ଗ ଅନୁପାତ ହଜାରେ ପିଛା ୯୨୩ରୁ ୯୩୧କୁ ବୃଦ୍ଧି

ନୂଆଦିଲ୍ଲୀ,୨୩।୬: ଗତ ୪ ବର୍ଷ ମଧ୍ୟରେ ଦେଶରେ ଲିଙ୍ଗ ଅନୁପାତ ହଜାରେ ପୁରୁଷଙ୍କ ପିଛା ୯୨୩ରୁ ୯୩୧କୁ ବୃଦ୍ଧି ପାଇଛି। ୨୦୧୫ଠାରୁ ୨୦୧୯ ମଧ୍ୟରେ ଲିଙ୍ଗ ଅନୁପାତରେ…

7 years ago

ନାବାଳିକାଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ମୋଦି ଦେଲେ ୩୦ ଲକ୍ଷ

ନୂଆଦିଲ୍ଲୀ,୨୩।୬: ଜଣେ ୧୬ ବର୍ଷ ବୟସ୍କ ନାବାଳିକାଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୦ ଲକ୍ଷ ଟଙ୍କାର ପ୍ରଦାନ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ…

7 years ago

ରାମବିଳାସ ପାସଓ୍ବାନ ନିଖୋଜ ପୋଷ୍ଟର ଲଗାଇଲେ ଗ୍ରାମବାସୀ: ଖୋଜି ଆଣିଲେ ପୁରସ୍କାର ୧୫ ହଜାର

ବୈଶାଳୀ,୨୩।୬: ବିହାରର ବୈଶାଳୀ ଅନ୍ତର୍ଗତ ହରିବଂଶପୁର ଗ୍ରାମର ବାସିନ୍ଦା ଏମ୍‌ପି ରାମବିଳାସ ପାସଓ୍ବାନ ନିଖୋଜ ଲେଖା ଥିବା ପୋଷ୍ଟର ଲଗାଇଛନ୍ତି। ଗ୍ରାମରେ ନାନା ପ୍ରକାର ସମସ୍ୟା ରହିଥିଲେ…

7 years ago

ଦିଲ୍ଲୀ ସରକାରଙ୍କର ହୋମ୍‌ ଡେଲିଭରି ସେବାରେ ଯୋଡି ହେବ ଆଉ ୩୦ ସେବା

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀ ସରକାରଙ୍କର ଆଉ ୩୦ଟି ସରକାରୀ ସେବା ହୋମ୍‌ ଡେଲିଭରି ମାଧ୍ୟମରେ ମିଳିପାରିବ ବୋଲି ଜଣାପଡିଛି। ଏଥିପାଇଁ ଏବେଠାରୁ କାମ ଆରମ୍ଭ ହୋଇଥିବା କୁହାଯାଇଛି। ପୂର୍ବରୁ…

7 years ago

ଛାତ୍ରୀଛାତ୍ରଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୨୩।୬: ଆସନ୍ତା ବର୍ଷଠାରୁ ସିବିଏସ୍‌ସି ପିଲାଙ୍କଠାରୁ ଯେଉଁ ସ୍କୁଲ ଫି ନେଉଛି ତାକୁ ସରକାର ବହନ କରିବେ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଶନିବାର…

7 years ago

ଶାନ୍ତିବନରେ ସଞ୍ଜୟ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାନେକା ଓ ବରୁଣ

ନୂଆଦିଲ୍ଲୀ,୨୩।୬: ସଞ୍ଜୟ ଗାନ୍ଧୀଙ୍କ ୩୯ତମ ପୁଣ୍ୟତିଥିରେ ରବିବାର ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାନ୍ତିବନଠାରେ ଥିବା ସଞ୍ଜୟଙ୍କ ସମାଧିସ୍ଥଳରେ ଅନ୍ୟ ରାଜନେତା…

7 years ago

ଆମେରିକା ରିପୋର୍ଟକୁ ଭାରତର ଖଣ୍ଡନ: ଦେଶ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍‌ କୁମାର ଦେଶ ସବୁବେଳେ ଧର୍ମନିରପେକ୍ଷତା…

7 years ago