ଜାତୀୟ

ରାଜ୍ୟପାଳଙ୍କ ରୋଡ୍‌ମ୍ୟାପ୍‌

ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ…

7 years ago

ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍‌ଶୀଘ୍ର ବୁଝିବୁ

ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ…

7 years ago

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ,୧୯ା୯: ୪ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରାଯାଇଛି। ଫଳରେ ସର୍ବୋଚ୍ଚ ଅଦାଲତ ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ପଦୋନ୍ନତି ପାଇଥିବା…

7 years ago

କଶ୍ମୀରର ୫୨ ଅଧିକାରୀ ବଦଳିଲେ

ନୂଆଦିଲ୍ଲୀ, ୧୯ା୯: ଜମ୍ମୁ-କଶ୍ମୀରରେ ବୁଧବାର ଏକ ବଡ଼ ଧରଣର ଅମଲାତାନ୍ତ୍ରିକ ଅଦଳବଦଳ କରାଯାଇଛି। ଦୁଇ ଆଇଏଏସ୍‌ ଅଧିକାରୀଙ୍କ ସହ ୫୨ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ୧୯୯୨…

7 years ago

ଭରଣପୋଷଣ ପାଇଁ ସ୍ଥିର ହେବ ନିୟମାବଳୀ

ନୂଆଦିଲ୍ଲୀ,୧୯ା୯(ଆଇଏଏନ୍‌ଏସ୍‌): ବୈବାହିକ ମାମଲାରେ ଭରଣପୋଷଣ ପ୍ରଦାନ ସଂକ୍ରାନ୍ତ ନିୟମାବଳୀ ପ୍ରସ୍ତୁତି ପାଇଁ ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏନେଇ ଖଣ୍ଡପୀଠଙ୍କୁ ସହାୟତା କରିବାକୁ ଦୁଇଜଣ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ…

7 years ago

ସାରା ଦେଶରେ ଲାଗୁହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୯ା୯ : ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ…

7 years ago

ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ…

ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ସମ୍ପର୍କରେ ଉଲ୍ଲେଖ ରହିଛି। ପୁରୁଣା ଶ୍ୱାସରୋଗରୁ ମୁକ୍ତି ପାଇଁ ହଳଦୀ, ଗୋଲମରିଚ, ଦ୍ରାକ୍ଷା ଓ ପୁରୁଣା…

7 years ago

ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା

ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା ଲୋକମାନେ…

7 years ago

ମୋଦିଙ୍କୁ ଭେଟିଲେ ମମତା: କୁର୍ତ୍ତା, ମିଠା ଦେଲେ ଉପହାର

ନୂଆଦିଲ୍ଲୀ, ୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ୍‌କାରରେ ମମତା ମୋଦିଙ୍କୁ କୁର୍ତ୍ତା ଓ…

7 years ago

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍‌ଆଇ…

7 years ago