ଜାତୀୟ

ରାହୁଲଙ୍କ ବଡ଼ ପଦକ୍ଷେପ: ଭଙ୍ଗ କଲେ କର୍ନାଟକ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୧୯।୬: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ନେଇଛନ୍ତି ବଡ଼ ପଦକ୍ଷେପ। ସେ କର୍ନାଟକର କଂଗ୍ରେସ କାର୍ଯ୍ୟକାରିଣୀକୁ ଭଙ୍ଗ କରିଛନ୍ତି।…

7 years ago

ଏସ୍‌ପି ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ହତ୍ୟା କଲେ ମାଓବାଦୀ

ରାୟପୁର,୧୯।୬: ଛତିଶଗଡ଼ ବିଜାପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସମାଜବାଦୀ ପାର୍ଟି(ଏସ୍‌ପି)ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ମାଓବାଦୀମାନେ ହତ୍ୟା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ…

7 years ago

ପଶ୍ଚିମବଙ୍ଗରେ ଆଉ ଜଣେ ଭାଜପା କର୍ମୀଙ୍କୁ ହତ୍ୟା

କୋଲକାତା, ୧୯।୬: ନିର୍ବାଚନ ଶେଷ ହେବା ପରେ ବି ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ରାଜ୍ୟର କୁଚ ବିହାରରେ ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା…

7 years ago

ବାତ୍ୟା ‘ବାୟୁ’ର ପ୍ରଭାବ: ବାଟ ହୁଡ଼ିଲା ମୌସୁମୀ; ୧୨ ବର୍ଷ ପରେ ପୁଣି ବିଳମ୍ବିତ

ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ…

7 years ago

ସନି ଦେଓଲଙ୍କ ଲୋକ ସଭା ସଦସ୍ୟତା ସଙ୍କଟରେ: ଧାର୍ଯ୍ୟ ସୀମାଠାରୁ କରିଛନ୍ତି ଅଧିକ ଖର୍ଚ୍ଚ; ଇସି ଜାରି କରିପାରନ୍ତି ନୋଟିସ୍‌

ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍‌ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ…

7 years ago

୧.୭କୋଟି ଟଙ୍କାର ତିମି ବାନ୍ତି ନେଇଯାଉଥିବା ବ୍ୟକ୍ତି ଗିରଫ

ମୁମ୍ବାଇ, ୧୯।୬: ତିମି ମାଛ ବାନ୍ତି(ଏମ୍ବରଗ୍ରିସ୍‌) ନେଇଯାଉଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ। ଏହି ବ୍ୟକ୍ତିଙ୍କ ଠାରୁ ସ୍ପର୍ମ ତିମିର ୧.୩ କିଲୋଗ୍ରାମ ଏମ୍ବରଗ୍ରିସ୍‌…

7 years ago

‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ୍‌’ ଶୋ’ ନିର୍ମାତାଙ୍କ ସନ୍ଦେହଜନକ ମୃତ୍ୟୁ

ମୁମ୍ବାଇ, ୧୯।୬: ଲୋକପ୍ରିୟ ଟିଭି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ ଶୋ’ର ନିର୍ମାତା ଶୋହନ ଚୌହାନଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୁମ୍ବାଇର ଆରେ କଲୋନୀସ୍ଥିତ ରୟାଲ୍ସ…

7 years ago

ପୃଥିବୀର ୧୦ ଦେଶରେ ଲାଗୁ ହୋଇଛି ଏକ ଦେଶ ଏକ ନିର୍ବାଚନ ଆଇନ: ଭାରତରେ ହୋଇଛି ଏପରି ୪ ଥର

ନୂଆଦିଲ୍ଲୀ, ୧୯।୬: ଏକ ଦେଶ ଏକ ନିର୍ବାଚନ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଏହାଦ୍ୱାରା ଲୋକ ସଭା ଏବଂ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ଏକା…

7 years ago

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ଶିଶୁ…

7 years ago

ଓମ୍‌ ବିର୍ଲା ହେଲେ ୧୭ ତମ ଲୋକ ସଭା ବାଚସ୍ପତି: ସମସ୍ତ ଦଳ କଲେ ସମର୍ଥନ

ନୂଆଦିଲ୍ଲୀ,୧୯।୬: ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍‌ ବିର୍ଲା ୧୭ତମ ଲୋକ ସଭାର ବାଚସ୍ପତି ହୋଇଛନ୍ତି। ବୁଧବାର ବାଚସ୍ପତି ଭାବେ ତାଙ୍କ ନାମକୁ…

7 years ago