ନୂଆଦିଲ୍ଲୀ,୬।୮: ଦିଲ୍ଲୀରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ସହରର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ହେବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ସଂସଦ…
ଶ୍ରୀନଗର,୬।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ନ୍ୟାଶନାଲ କନଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର କହିଛନ୍ତି ଆମେ ଗ୍ରେନେଡ ମାଡ କରିବା…
ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି। ସବୁ…
ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ ମାମଲା…
ନୂଆଦିଲ୍ଲୀ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ମଙ୍ଗଳବାର ୟେଦୁରପ୍ପା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କୁ ଭେଟିଛନ୍ତି। ଏହି ଅବସରରେ…
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍ଏସ୍ଏସ୍ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍ଏସ୍ଏସ୍ ସଦସ୍ୟ ଇନ୍ଦ୍ରେଶ୍…
ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ବେଳକୁ…
ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ।…
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଉପରେ ମୁହଁ ଖୋଲି ରାହୁଲ ଗାନ୍ଧୀ ସମାଲୋଚନାର ଶିକାର ହୋଇଛନ୍ତି। ଏହି ପ୍ରସଙ୍ଗରେ ରାହୁଲ ଗୋଟିଏ ଦିନ ପରେ ମଙ୍ଗଳବାର ନିଜର…
ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ବିବାଦର ପ୍ରତିଦିନ ଶୁଣାଣି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ମାମଳାରେ ମସଜିଦ୍ ପୂର୍ବରୁଥିବା ନିର୍ମାଣର ପ୍ରମାଣ ସୁପ୍ରିମ୍କୋର୍ଟ ଲୋଡିଛନ୍ତି। ନିର୍ମୋହି ଆଖଡ଼ାର ଆଇଜୀବି କହିଥିଲେ…