ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର କାମଚଳା ବାଚସ୍ପତି ଭାବେ ଭାଜପା ଏମ୍ପି ବୀରେନ୍ଦ୍ର କୁମାର ସୋମବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ…
ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ ବସିଛନ୍ତି।…
ଦିସ୍ପୁର୍,୧୭।୬: ଆସାମରେ ଥିବା ୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗ୍ରାମବାସୀ। ସେମାନେ ପ୍ରତିବର୍ଷ ବରଗଛର ଜନ୍ମଦିନ ଆଡମ୍ବରରେ ପାଳନ କରୁଛନ୍ତି। ସ୍ଥାନୀୟ…
ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା।…
ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି। ସେମାନେ…
ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍-ଲେବାନନ୍ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍ ଅଫ୍ ଗଭର୍ନାନ୍ସ: ଆନ୍ ଇନ୍ସାଇଡର୍ସ ଭିଉ’…
ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍ଏସ୍): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ…
ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି…
କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ…
ନୂଆଦିଲ୍ଲୀ, ୧୬।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍ ୧୯ତାରିଖରେ ସଂସଦ ଭବନରେ ହେବାକୁ ଥିବା…