ଜାତୀୟ

ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ

ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ ଅଖିଲେଶକୁ…

7 years ago

ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ

ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍‌। ଉଦ୍ଧାର ସମୟର ଏକ ଭିଡିଓ ଏବେ…

7 years ago

ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା

କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

7 years ago

ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା

ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍‌, ପୋର୍‌ବନ୍ଦର, ଓ ଦ୍ୱାରକା ପାଖଦେଇ…

7 years ago

ଜାମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀରର ପୁଲଓ୍ବମାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମଧ୍‌ୟରେ ଲଢେଇ ଜାରି ରହିଛି। ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ…

7 years ago

ଜମ୍ମୁ-କଶ୍ମୀରରେ ବ୍ରେକ୍‌ ଫେଲ୍‌ ହେବାରୁ ଓଲଟିଲା ବସ୍‌

ଶ୍ରୀନଗର,୧୪।୬: ଜମ୍ମୁ କଶ୍ମୀର କିସ୍ତଓ୍ବାରରେ ଶୁକ୍ରବାର ସକାଳେ ବସ୍‌ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସେହି ସମୟରେ ଭାରତ-ତିବ୍ବତ ସୀମା ପୋଲିସ(ଆଇଟିବିପି) ଯବାନ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି।…

7 years ago

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,…

7 years ago

ଜାପାନୀ ଜ୍ୱର ନେଲାଣି ୫୪ ଶିଶୁଙ୍କ ଜୀବନ: ଲିଚି ପିଇବାକୁ ନେଇ ସନ୍ଦେହ

ମୁଜାଫରପୁର, ୧୪।୬: ବିହାରର ମୁଜାଫରପୁର ଜିଲା ଓ ଆଖପାଖରେ ଗତ ୧୫ ଦିନ ମଧ୍ୟରେ ଏନ୍‌ସେଫାଲାଇଟ୍ସ ବା ଜାପାନୀ ଜ୍ୱରରେ ୪୭ ଶିଶୁଙ୍କ ଜୀବନ ଗଲାଣି। ତେବେ…

7 years ago

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି।…

7 years ago

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତିି।…

7 years ago