ଜାତୀୟ

ଭାଜପା ଏମ୍‌ପି ପୋଲିସ କର୍ମଚାରୀଙ୍କୁ ମାରିଲେ ଚାପୁଡ଼ା; ଜୀବନରେ ମାରିବାକୁ ଦେଲେ ଧମକ

ଲକ୍ଷ୍ନୌ,୧୧।୬: ଉତ୍ତରପ୍ରଦେଶ ଧୋରହରା ଏମ୍‌ପି ରେଖା ବର୍ମା ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଜଣେ  ପୋଲିସ କର୍ମଚାରୀଙ୍କୁ ଚାପୁଡ଼ା ମାରିଥିବା ନେଇ ସ୍ଥାନୀୟ ମୋହମ୍ମଦି ଥାନାରେ ତାଙ୍କ…

7 years ago

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ…

7 years ago

ବିଗ୍‌-ବିଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌: ଲାଗିଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ମୁମ୍ବାଇ,୧୧।୬: ବଲିଉଡ ସୁପରଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ବିଗ୍‌ ବିଙ୍କ ଟୁଇଟର ପ୍ରୋଫାଇଲ୍‌ ଫଟୋ ହଟାଇ ଦିଆଯାଇ ତାଙ୍କ ସ୍ଥାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

7 years ago

ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର

ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ ଅଧିକାରୀଙ୍କ…

7 years ago

ମାଡିଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ, ୧୧।୬: ଫନୀ ପରେ ଏବେ ପୁଣି ମାଡିଆସୁଛି ଆଉ ଏକ ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ସାଇକ୍ଲୋନିକ…

7 years ago

ମୋଦିଙ୍କ ବିମାନ ପାକିସ୍ତାନ ଆକାଶରେ ଉଡିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବତନ୍ତ୍ର ବିମାନ କିରଗିଜସ୍ତାନ ଯାତ୍ରା କରିବା ସମୟରେ ପାକିସ୍ତାନ ଆକାଶ ପତକୁ ବ୍ୟବହାର କରିପାରିବ ବୋଲି ସୂଚନା ମିଳିଛି। ଏ ନେଇ…

7 years ago

ରାଜ୍ୟପାଳ ହେବା ଖବର ମିଛ: ସୁଷମା ସ୍ବରାଜ

ନୂଆଦିଲ୍ଲୀ, ୧୧।୬: ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ନିଯୁକ୍ତ ହେବା ଖବରକୁ ଖଣ୍ଡନ କରିଛନ୍ତି ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜ। କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନ ନିଜ ଟୁଇଟରରେ ସୁଷମା…

7 years ago

୧୦୯ ଘଣ୍ଟା ପରେ ବୋର୍‌ ଓ୍ବେଲ୍‌ରୁ ଉଦ୍ଧାର ହୋଇ ଜୀବନ ହାରିଲେ ୨ ବର୍ଷ ଶିଶୁ ଫତେହବୀର

ଚଣ୍ଡିଗଡ଼, ୧୧।୬: ପଞ୍ଜାବର ସଙ୍ଗରୁର୍‌ ଅଞ୍ଚଳରେ ୨ ବର୍ଷ ଶିଶୁ ଫତେହବୀର ସିଂ ଏକ ଖୋଲା ବୋର୍‌ଓ୍ବେଲ୍‌ରେ ଅସାବଧାନତାରୁ ଖସିପଡ଼ିଥିଲା। ଜୁନ୍‌ ୬ ସନ୍ଧ୍ୟାଠାରୁ ୨୬ ଜଣିଆ…

7 years ago

ହିଂସା ଲାଗି ଭାଜପାକୁ ଦୋଷଦେଲେ ମମତା

କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ ସରକାରଙ୍କୁ…

7 years ago

ଅସୁସ୍ଥ ମୁଲାୟମଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ, ୧୦।୬:ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ମୁଲାୟମ ସିଂହ ଯାଦବଙ୍କୁ ଭେଟିଛନ୍ତି। ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି।…

7 years ago