ଜାତୀୟ

ଅଯୋଧ୍ୟା ପରେ ମଥୁରା ଏବଂ କାଶୀ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ଦାଖଲ ହେବ ମାମଲା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାର ସମାଧାନ ପରେ ଖୁବ୍‌ଶୀଘ୍ର ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ କାଶୀର ବିଶ୍ୱନାଥ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ମାମଲା ଦାଖଲ କରାଯିବ। ଏନେଇ ଭାଜପା…

7 years ago

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି…

7 years ago

ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ…

7 years ago

ରାଜଧାନୀରେ ଲୋକେ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ,୧୭।୧୦: ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ଏବେଠାରୁ ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଭୋଗୁଥିବା ଅଭିଯୋଗ ଆସିଲାଣି।…

7 years ago

ଜଗନମୋହନଙ୍କ ନୂଆ ଯୋଜନା: ବୁଣାକାର-ଆଇନଜୀବୀ ଓ ଧୀବରଙ୍କୁ ମିଳିବ ଆର୍ଥିକ ସହାୟତା

ଅମରାବତୀ,୧୭।୧୦: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ ରାଜ୍ୟର ବୁଣାକାର-ଆଇନଜୀବୀ ଓ ଧୀବରଙ୍କ ଆର୍ଥିକ ବିକାଶ ପାଇଁ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ଓ୍ବାଇଏସ୍‌ଆର୍‌ ନେତନ୍ନା ନେସ୍ତାମ୍‌ ଯୋଜନା…

7 years ago

ନୀତୀଶଙ୍କ ନେତୃତ୍ୱରେ ବିହାର ବିଧାନସଭା ନିର୍ବାଚନ ଲଢିବ ଏନ୍‌ଡିଏ: ଶାହ

ନୂଆଦିଲ୍ଲୀ,୧୭।୧୦: ଆସନ୍ତା ୨୦୨୦ରେ ବିହାରରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ନିର୍ବାଚନ ଲଢିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

7 years ago

ବଢ଼ିଲା ଭାରତର ଚିନ୍ତା: ଗୁଜରାଟ ସୀମାରେ ପାକିସ୍ତାନ ଚାଇନାକୁ ଦେଲା ୫୫ ବର୍ଗ କିମି ଜମି

ନୂଆଦିଲ୍ଲୀ,୧୭।୧୦: ଗୁଜରାଟ ସୀମାରେ ଭାରେତ ପାଇଁ ପାକିସ୍ତାନ ବିପଦ ସୃଷ୍ଟି କରିଛି। ଏଠାରେ ଥିବା ହରାମିନାଳେ ନିକଟରେ ୫୫ ବର୍ଗ କିମି ଜମି ପାକିସ୍ତାନ ଚାଇନାକୁ ଦେଇଛି।…

7 years ago

ଫେବୃୟାରୀ ଯାଏ ଗ୍ରେ ଲିଷ୍ଟରେ ରହିବ ପାକ୍‌

ଇସ୍‌ଲାମାବାଦ, ୧୭ା୧୦(ପି.ଟି.): ଆତଙ୍କବାଦକୁ ନେଇ ପାକିସ୍ତାନ ଏକଘରକିଆ ହୋଇପଡ଼ିଥିବାବେଳେ ଏହାକୁ ପୁଣି ଏକ ଝଟକା ଲାଗିଛି। ପାକିସ୍ତାନକୁ ଆସନ୍ତା ୨୦୨୦ ଫେବୃୟାରୀ ମାସ ପର୍ଯ୍ୟନ୍ତ ଗ୍ରେ ଲିଷ୍ଟରେ…

7 years ago

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ ବିକ୍ରି…

7 years ago

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା

ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ…

7 years ago