ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍ ଅଞ୍ଚଳରୁ ୨ ହିଜିବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।…
ନୂଆଦିଲ୍ଲୀ,୧୪।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କ ବିରୋଧରେ ହୋଇଥିବା ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ସୋମବାର ସିବିଆଇ ପକ୍ଷରୁ ସୁପ୍ରିମ୍କୋର୍ଟରେ ଆବେଦନ ଦାଖଲ କରାଯାଇଛି। ଏହାର ଶୁଣାଣି ମଙ୍ଗଳବାର…
ନୂଆଦିଲ୍ଲୀ,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍ କରିଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସଙ୍କୁ ନିଯୁକ୍ତ କରାଯାଇଥିଲା। ସେହିପରି ଏହି କାର୍ଯ୍ୟରେ ୨…
ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବାର ଦୀର୍ଘ ୭୦ ଦିନ ପରେ ସୋମବାରରୁ ଘାଟିରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମୋବାଇଲ ସେବା ଆରମ୍ଭ ହୋଇଛି। ଏହି ସବୁ ଫୋନ…
ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି…
ମଦୁରାଇ,୧୪।୧୦: ତାମିଲ୍ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍ରେ କାଟି…
ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ…
ନୂଆଦିଲ୍ଲୀ,୧୪।୧୦: ଭାରତରେ ଆତଙ୍କବାଦୀଙ୍କ ଏନ୍କାଉଣ୍ଟର ଜାରି ରହିଛି। ତେବେ ଏବେ ଏଭଳି ଚିନ୍ତାଧାରାକୁ ହଟାଇବା ପାଇଁ ଉଦ୍ୟମ କରାଯିବ। ପାକିସ୍ତାନ ଦେଶର ଶାସନ ବ୍ୟବସ୍ଥାରେ ଆତଙ୍କବାଦକୁ ଜଡ଼ିତ…
ନୂଆଦିଲ୍ଲୀ,୧୪।୧୦: ଦେଶର ୫ଟି ରାଜ୍ୟରେ ଜମାତ୍ ଉଲ୍ ମୁଜାହିଦ୍ଦିନ୍ ବାଂଲାଦେଶ(ଜେଏମ୍ବି) ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଷ୍ଟ୍ରୀୟ ଯାଞ୍ଚ୍ ଏଜେନ୍ସି(ଏନ୍ଆଇଏ) ପକ୍ଷରୁ କୁହାଯାଇଛି। ଏନ୍ଆଇଏ…
ରାୟପୁର,୧୪।୧୦: କ୍ରିକେଟ ଖେଳରେ କୋଟି କୋଟି ଟଙ୍କା ବାଜି ଲାଗୁଥିବା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କୁକୁଡା ଲଢେଇରେ ୧ କୋଟି ଟଙ୍କ ବାଜି ଲାଗିବା…