ଜାତୀୟ

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ…

7 years ago

ମୋଦିଙ୍କ ମା’ଙ୍କୁ ଭେଟିଲେ ରାଷ୍ଟ୍ରପତି

ଗାନ୍ଧିନଗର,୧୩।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଗସ୍ତରେ ଗୁଜରାଟ ଯାତ୍ରା କରିଛନ୍ତି। ଏହି ଅବସରରେ ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ…

7 years ago

ଭାରତରେ ରହି ପାକିସ୍ତାନର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇ ପାରିବ: ରାଜନାଥ

କର୍ନାଲ,୧୩।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ହରିୟାଣା କର୍ନାଲରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ଯୁଦ୍ଧ ବିମାନ ରାଫାଲ କଥା ଉଠାଇଛନ୍ତି। ସେ କହିଛନ୍ତି ଯଦି…

7 years ago

ମୋଦି ସରକାରଙ୍କୁ ଝଟ୍‌କା: ଧାର୍ଯ୍ୟ ବିକାଶ ହାର କମାଇଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିଶ୍ୱବ୍ୟାଙ୍କ ଏକ ଝଟ୍‌କା ଦେଇଛି। ମୋଦି ସରକାରଙ୍କ ପକ୍ଷରୁ ୨୦୨୧ ପାଇଁ ଧାର୍ଯ୍ୟ କରାଯାଇଥିବା ବିକାଶ ହାରକୁ ବିଶ୍ୱବ୍ୟାଙ୍କ କମାଇ…

7 years ago

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ ଖେଳାଳିଙ୍କୁ…

7 years ago

ଥରିଲା ବିକାନେର୍‌: ଲୋକେ ଆତଙ୍କିତ

ଜୟପୁର,୧୩।୧୦: ରାଜସ୍ଥାନ ବିକାନେର୍‌ରେ ରବିବାର ପୂର୍ବାହ୍ନ ୧୦ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ…

7 years ago

ମୋଦିଙ୍କ ମଇଳା ସଫା କରିବା ଭିଡ଼ିଓ ଭାଇରାଲ: ଏକା ଏକା କ୍ୟାମେରାମ୍ୟାନ୍‌ଙ୍କ ଆଗରେ ଶୁଟିଂ ପାଇଁ ଛାଡ଼ି ଦିଆଗଲା କିପରି ପ୍ରଶ୍ନ କଲେ ପ୍ରକାଶ ରାଜ୍‌

ନୂଆଦିଲ୍ଲୀ,୧୩।୧୦: ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ମଇଳା ଉଠାଇବା ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଅଭିନେତା ପ୍ରକାଶ ରାଜ୍‌…

7 years ago

‘ପାଦ ଛୁଇଁବା ମନା’ ବୋର୍ଡ ବାସଭବନରେ ଲଗାଇଲେ ମନ୍ତ୍ରୀ

ଲକ୍ଷ୍ନୌ,୧୩।୧୦: ରାଜନୀତିରେ ପାଦ ଛୁଇଁବା ପରମ୍ପରା ବନ୍ଦ କରିବା ଲାଗି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଜଣେ ମନ୍ତ୍ରୀ ଅଣ୍ଟା ଭିଡ଼ିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ଏବଂ ସଂସଦୀୟ…

7 years ago

ଉତ୍ତର ପ୍ରଦେଶ ସରକାରଙ୍କ ଦୀପାବଳି ଉପହାର: ଆଗୁଆ ମିଳିବ ବେତନ, ପେନ୍‌ସନ୍‌

ଲକ୍ଷ୍ନୌ,୧୩।୧୦: ଦଶହରା ପରେ ଆସୁଛି ଉତ୍ସବର ପର୍ବ ଦୀପାବଳି। ଏହାକୁ ନଜରରେ ରଖି ଉତ୍ତର ପ୍ରଦେଶର ଭାଜପା ଶାସିତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସରକାରୀ କର୍ମଚାରୀ…

7 years ago

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ହୀରାନଗର ଜନବସତି ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଶନିବାର ରାତିରୁ ରବିବାର ସକାଳ ୫ଟା ୩୦ ପର୍ଯ୍ୟନ୍ତ ପାକିସ୍ତାନ…

7 years ago