ପାଟନା,୩୦।୮: ରାଜ୍ୟ ସଚିବାଳୟରେ ସରକାରୀ କର୍ମଚାରୀମାନେ ପିନ୍ଧୁଥିବା ଜିନ୍ସ ଓ ଟି-ଶାର୍ଟ ଉପରେ ବିହାର ସରକାର କଟକଣା ଲଗାଇଛନ୍ତି। ଯେଉଁ ସରକାରୀ କର୍ମଚାରୀ ପୋଷାକରେ ଶାଳୀନତା ରଖିବେ…
ନୂଆଦିଲ୍ଲୀ,୩୦।୮: ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ସିବିଆଇ ହେପାଜତରେ ସେପ୍ଟେମ୍ବର ୨ ଯାଏ ରହିବାକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ ଗୁରୁବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ।…
ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀରକୁ ପୁଣି ଅଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି ଆତଙ୍କବାଦୀ। ଶ୍ରୀନଗରରେ ଜଣେ ବ୍ୟକ୍ତି ଦୋକାନ ଖୋଲିବାରୁ ତାଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ…
ଶ୍ରୀନଗର,୨୯।୮: ୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ ବିପିନ୍ ରାଓ୍ବତ୍। ଶ୍ରୀନଗରରେ ସୁରକ୍ଷା ପରିସ୍ଥିତି ଏବଂ କଶ୍ମୀର ଘାଟିରେ ସ୍ଥିତି ପରଖି…
ଗାଜିଆବାଦ୍,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ ଟଙ୍କା…
ନୂଆଦିଲ୍ଲୀ: ସିଂହ ଘାସ ଖାଇବା କେବେ ଦେଖିଛନ୍ତି କି? ଗୁଜରାଟର ଅମ୍ରେଲି ଜିଲାର ଖାମ୍ବା ଜଙ୍ଗଲରେ ଗୋଟିଏ ସିଂହ ଘାସ ଖାଉଥିବାର ଭିଡିଓ ଭାଇରାଲ ହୋଇଛି। ଏଥିରେ…
ନୂଆଦିଲ୍ଲୀ, ୩୦-୮(ପି.ଟି.): ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତିଙ୍କ ସୁପ୍ରିମକୋର୍ଟକୁ ପଦୋନ୍ନତି ନେଇ କେନ୍ଦ୍ର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ସୁପ୍ରିମକୋର୍ଟର କଲେଜିୟମ ଏହାକୁ ଗୁରୁବାର ସ୍ବୀକୃତି ପ୍ରଦାନ…
ନୂଆଦିଲ୍ଲୀ,୩୦-୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ରଙ୍ଗାରଙ୍ଗ ଉତ୍ସବରେ ‘ଫିଟ୍ ଇଣ୍ଡିଆ ମୁଭ୍ମେଣ୍ଟ’ର ଶୁଭାରମ୍ଭ କରିଛନ୍ତି। ଭାରତକୁ ସୁସ୍ଥ ଭବିଷ୍ୟତ ଆଡ଼କୁ ଆଗେଇନେବାରେ ଏହା ସମୟର ଆବଶ୍ୟକତା…
ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ…
ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଔଷଧ ନାହିଁ। କର୍ଫ୍ୟୁ ବଳବତ୍ତର ରହିଥିବାରୁ ଚିକିତ୍ସା ଲାଗି ସେମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ଲାଗି ଆମ୍ବୁଲାନ୍ସ ନାହିଁ। ଏଟିଏମ୍ଗୁଡ଼ିକ ବନ୍ଦ ଥିବାରୁ ଲୋକେ…