କୁଲ୍ଲୁ/ମନାଲି,୮।୧୦: ରୋହତାଙ୍ଗ୍ରେ ପ୍ରବଳ ବରଫପାତ ଜାରି ରହିଛି। ରାସ୍ତାରେ ଅଧଫୁଟ ବରଫ ଜମି ରହିବାରୁ ଯାନାବାହନ ଯାତାୟାତ କରିବା ସମ୍ଭବ ହୋଇ ପାରୁନାହିଁ। ସୋମବାର ରାତିରେ ହୋଇଥିବା…
ନୂଆଦିଲ୍ଲୀ,୮।୧୦: ସବୁ ପିଲାଙ୍କୁ ଶିକ୍ଷା ସହ ଯୋଡିବାକୁ ଆରମ୍ଭ ହୋଇଥିଲା ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ। ଏବେ ଏଥିରେ ସକାଳର ଜଳଖିଆ ସାମିଲ ହେବ ବୋଲି ଜଣାପଡିଛି। ତେବେ…
ଅହମ୍ମଦାବାଦ୍,୮।୧୦: ଗୁଜରାଟରେ ଏକ ପଦୋନ୍ନତି ପରୀକ୍ଷାରେ ୧୧୯ ଜଣ ବିଚାରପତି ଫେଲ୍ ହୋଇଛନ୍ତି। ଜିଲା କୋର୍ଟରେ ୪୦ ବିଚାରପତି ନିଯୁକ୍ତି ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।…
ନାଗପୁର,୮।୧୦: ମହାରାଷ୍ଟ୍ର ନାଗପୁରରେ ମଙ୍ଗଳବାର ଦଶହରା ଅବସରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍ଏସ୍ଏସ୍) ପକ୍ଷରୁ ଆୟୋଜିତ ‘ପଥ ସଞ୍ଚାଳନ ମାର୍ଚ୍ଚ’ରେ ସଂଘ ମୁଖ୍ୟ ମୋହନ ଭାଗବତ ଯୋଗ…
ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ଉତ୍ତେଜନା ପରିସ୍ଥିତିକୁ ଲକ୍ଷ୍ୟ କରି ସେଠାରେ ବିଭିନ୍ନ ପ୍ରତିବନ୍ଧକ ଲଗାଯାଇଥିଲା। ସେଠାକୁ ପର୍ଯ୍ୟଟକମାନଙ୍କୁ ଯିବାକୁ ମଧ୍ୟ ବାରଣ…
ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ…
ନୂଆଦିଲ୍ଲୀ,୮।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ ମଙ୍ଗଳବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଧ୍ୟ ପାଳିତ ହେଉଛି। ଏହି ଅବସରରେ ବାୟୁସେନା ମୁଖ୍ୟ ଏୟାର ଚିଫ୍…
ଗାଜିଆବାଦ୍,୮।୧୦: ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ୍ର ହିଣ୍ଡେନ୍ ବାୟୁସେନା ଏୟାର ବେସ୍ରେ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର…
ମୁମ୍ବାଇ,୮।୧୦: କିଙ୍ଗ୍ ଖାଁ ଶାହରୁଖ୍ଙ୍କ ସ୍ତ୍ରୀ ଗୌରୀ ଖାଁ ମଙ୍ଗଳବାର ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ…
ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି। ତେବେ…