ଜାତୀୟ

ପୁଣି ବଢିଲା ସୁନା ଦର, ସର୍ବୋଚ୍ଚସ୍ତରରେ ପହଞ୍ଚିଲା ରୁପା

ମୁମ୍ବାଇ,୨୬।୮: ଆମେରିକା ଓ ଚୀନ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧର ପ୍ରଭାବ ଯୋଗୁ ସୁନା ଓ ରୁପା ଦର କ୍ରମାଗତ ବୃଦ୍ଧି ପାଇଛି। ସୋମବାର ସୁନା…

7 years ago

ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ

ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍‌ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର ଦ୍ୱିତୀୟ…

7 years ago

ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ ପକ୍ଷରୁ…

7 years ago

ଆମ୍ବେଦକରଙ୍କ ମୂର୍ତ୍ତି ଭଙ୍ଗାକୁ ନେଇ କୋଏମ୍ବାଟୁର ବସ୍‌ଷ୍ଟାଣ୍ଡରେ ପଥରମାଡ଼

କୋଏମ୍ବାଟୁର,୨୬।୮: ତାମିଲନାଡୁରେ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତି ଭାଙ୍ଗିବା ପରେ ଉତ୍ତେଜନା ଥମିବାର ନାଁ ନେଉନି। ଏନେଇ ସୋମବାର କୋଏମ୍ବାଟୁରର ବସ୍‌ଷ୍ଟାଣ୍ଡରେ ଏକ ତାମିଲ ସମ୍ପ୍ରଦାୟ…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କର…

7 years ago

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି ଘଟଣାର…

7 years ago

ଅଗଷ୍ଟ ୨୯ରେ ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ ଆସନ୍ତା ୨୯ ତାରିଖରେ କାରାଯିବ। ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ ନାଗରିକଙ୍କୁ ସୁସ୍ଥ ରଖିବା…

7 years ago

ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର

ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ। ଏସବୁ…

7 years ago

ମୁସଲମାନ କଲେ ହିନ୍ଦୁ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର

ଗୁଆହାଟୀ, ୨୬।୮: ଆସାମରେ କାମରୂପ ଜିଲାରେ ଭାଇଚାରାର ଏକ ନିଆରା ଦିଗ୍‌ଦର୍ଶନ ଦେଖିବାକୁ ମିଳିଛି। ଜଣେ ହିନ୍ଦୁ ବ୍ୟକ୍ତିଙ୍କ ମୃତ୍ୟୁ ପରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିନ୍ଦୁ…

7 years ago

ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ

ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ…

7 years ago