ଜାତୀୟ

ଜଷ୍ଟିସ୍‌ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି

ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍‌ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ ଅନ୍ତର୍ଜାତୀୟ…

7 years ago

ଏସ୍‌ପି ନେତା ନୀରଜ ଶେଖରଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କୟା…

7 years ago

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦…

7 years ago

‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’

ନୂଆଦିଲ୍ଲୀ,୧୬ା୭: ଏନ୍‌ଆଇଏ (ସଂଶୋଧନ) ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ,…

7 years ago

ଏନ୍‌ଆଇଏକୁ ମିଳିବ ଅଧିକ କ୍ଷମତା

ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍‌ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍‌ଆଇଏ ସଂଶୋଧନ ବିଲ୍‌ ଆଇନରେ…

7 years ago

କଶ୍ମୀରରେ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଲେ ଯବାନ

ଶ୍ରୀନଗର,୧୫।୭: ଜମ୍ମୁ କଶ୍ମୀର ବାରମୂଳାରେ ୨ଜଣ ସିଆରପିଏଫ୍‌ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଛନ୍ତି। ସୋମବାର ୧୪ବର୍ଷର ଜଣେ ଝିଅ ନଦୀରେ…

7 years ago

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ ଯମୁନା…

7 years ago

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି ପାଣିମାଗି…

7 years ago

ସୁପ୍ରିମକୋର୍ଟରେ ଖାରଜ ହେଲା ଆଶାରାମଙ୍କ ଜାମିନ

ନୂଆଦିଲ୍ଲୀ,୧୫।୭: ଆତ୍ମ ଘୋଷିତ ଭଗବାନ ଆଶାରାମ ବାପୁଙ୍କ ବିରୋଧରେ ଗୁଜରାଟରେ ହୋଇଥିବା ଏକ ବଳାତ୍କାର ମାମଲାର ଜାମିନ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରି ଦେଇଛନ୍ତି। ୨…

7 years ago

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦିଲ୍ଲୀରୁ ୧୪ଙ୍କୁ ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍‌ଠାରେ କେତେକ ସ୍ଥାନରେ ଚଢ଼ାଉ…

7 years ago