ଜାତୀୟ

୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍‌

ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍‌ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି।…

7 years ago

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି। ଗୃହ…

7 years ago

ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା

ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍‌ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ କରିଛନ୍ତି।…

7 years ago

ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ।…

7 years ago

ସାଉଥ କମେଡିଆନଙ୍କ ପରଲୋକ

ହାଇଦ୍ରାବାଦ,୨୫।୯: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅଗଧାଡ଼ିର କମେଡିଆନ ବେଣୁ ମାଧବଙ୍କ ନିଧନ। ଦୀର୍ଘ ଦିନରୁ ବେଣୁ କିଡନୀ ଓ ଲିଭର ରୋଗରେ ଆକ୍ରାନ୍ତ ଥିବା ବେଳେ ମଙ୍ଗଳବାର…

7 years ago

ପାଣି ଟାଙ୍କି ଉପରୁ ଡେଇଁପଡ଼ି ଛାତ୍ରୀଙ୍କ ଆତ୍ମହତ୍ୟାା

ଭୋପାଳ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଛାତ୍ରୀ ପାଣି ଟାଙ୍କି ଉପରୁ ଡେଇଁପଡ଼ି ଆତ୍ମହତ୍ୟା କରିଛନ୍ତି। ପୋଲିସ ତାଙ୍କୁ…

7 years ago

ଭାରତୀୟ କୋଷ୍ଟ ଗାର୍ଡରେ ସାମିଲ୍‌ ହେଲା ‘ବରାହ’

ଚେନ୍ନାଇ,୨୫।୯: ଭାରତୀୟ କୋଷ୍ଟ ଗାର୍ଡରେ ‘ବରାହ’ ପାଟ୍ରୋଲିଂ ଜାହାଜ ସାମିଲ୍‌ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଆୟୋଜିତ ଏକ ଉତ୍ସବରେ ଏହାକୁ ଚେନ୍ନାଇ ପୋର୍ଟ…

7 years ago

ନବଜାତ ଶିଶୁ ପଛରେ ଲାଞ୍ଜ

ନୂଆଦିଲ୍ଲୀ,୨୫।୯: ବେଳେ ବେଳେ କତେକ ନବଜାତ ଶିଶୁଙ୍କ ଶରୀରରେ ନିଆରା ଅଙ୍ଗପ୍ରତ୍ୟେଙ୍ଗ ଦେଖିବାକୁ ମିଳିଥାଏ। ପ୍ରାୟ ସମୟରେ କେତେକଙ୍କ ଶରୀରରେ ଅଧିକ କେଶ ରହିଥାଏ ତ ଆଉ…

7 years ago

୨୧ କିଲୋ ପନିପରିବା ପିଠିରେ ଧରି ୧୨ କିମି ପାଦରେ ଚାଲୁଛନ୍ତି ଜିଲାପାଳ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୫।୯: ସୋସିଆଲ୍‌ ମିଡ଼ିଆରେ ଏବେ ଜଣେ ଜିଲାପାଳ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମେଘାଳୟର ପଶ୍ଚିମ ଗାରୋ ହିଲସ୍‌ ଅଞ୍ଚଳରେ ନିଯୁକ୍ତ ହୋଇଥିବା ୪୩ ବୟସ୍କ ଜିଲାପାଳ…

7 years ago

ଏସିଡିଟିରୁ ମୁକ୍ତି ପାଇଁ ରାନିଟିଡିନ୍‌ ଔଷଧ ଖାଇଲେ ହୋଇପାରେ କ୍ୟାନସର୍‌: ଡ୍ରଗ୍‌ କଣ୍ଟ୍ରୋଲର୍‌ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୯: ଏସିଡିଟିରୁ ମୁକ୍ତି ଲାଗି ଡାକ୍ତର ରାନିଟିଡିନ୍‌ ଔଷଧ ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ଏହାକୁ ଖାଇଲେ କ୍ୟାନସର ହେବାର ଆଶଙ୍କା ରହିଥାଏ ବୋଲି ଭାରତୀୟ ଡ୍ରଗ୍‌…

7 years ago