ଜାତୀୟ

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା ପରିବେଷ୍ଟିତ…

7 years ago

କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ ଦ୍ୱାରା ହେବ ଜନଗଣନା

ନୂଆଦିଲ୍ଲୀ,୮।୭: ଜଣଗଣନା ପାଇଁ ଏବେ କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ର ହେବ ବ୍ୟବହାର। ପୂର୍ବରୁ କାଗଜ ଫର୍ମରେ ସୂଚନା ଏକତ୍ରିତ କରି ଏହାର ବିଶ୍ଳେଷଣ କରିବା…

7 years ago

ଭୋପାଳ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦେଶର ରାଷ୍ଟ୍ରପତିଙ୍କ ନାମ ଅଜଣା

ଭୋପାଳ,୮।୭: ମଧ୍ୟପ୍ରଦେଶ ଭୋପାଳରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ପଦ୍ଧତିରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ଜାରି ରହିଛି। ଏନେଇ ଭୋପାଳ ଜିଲାପାଳ…

7 years ago

ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ବଳାତ୍କାର ଘଟଣା ରୋକିବା କଷ୍ଟକର

ଜୟପୁର, ୮।୭: ରାଜସ୍ଥାନର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କାଳି ଚରଣ ସରାଫ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ବଳାତ୍କାର…

7 years ago

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ଏସ୍‌ ଜୟଶଙ୍କର

ନୂଆଦିଲ୍ଲୀ,୮।୭: ଗୁଜରାଟରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ,…

7 years ago

ମୁସଲମାନ୍‌ ମହିଳାଙ୍କୁ ମସଜିଦ୍‌ରେ ପ୍ରବେଶ ଅନୁମତି: ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୭: ମସଜିଦ୍‌ରେ ମୁସଲମାନ୍‌ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର ହିନ୍ଦୁ…

7 years ago

ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି ପକାଇଲେ ଭାଜପା ନେତା

ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି…

7 years ago

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ…

7 years ago

ବସ୍‌ରେ ହିନ୍ଦୀ ଲେଖାକୁ ବିରୋଧ କଲା ଡିଏମକେ

ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍‌ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି ତାମିଲ…

7 years ago

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ…

7 years ago