ଜାତୀୟ

ଗାଈ ପେଟରୁ ବାହାରିଲା ୫୩ କିଲୋ ପ୍ଲାଷ୍ଟିକ୍‌

ଚେନ୍ନାଇ,୨୧।୧୦:ତାମିଲନାଡୁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଗାଈ ପେଟରୁ ୫୩ କିଲୋ ପ୍ଲାଷ୍ଟିକ୍‌ ବାହାର କରିଛନ୍ତି ପଶୁ ଚିକିତ୍ସିକ। ତା’ ପେଟରୁ ସର୍ଜରୀ ଦ୍ୱାରା ପ୍ଲାଷ୍ଟିକ୍‌ଗୁଡିକୁ…

7 years ago

ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।…

7 years ago

ଭୋଟରଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା: ୩ ମୃତ

ପୁଣେ,୨୧।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ବାଟରେ ସୋମବାର ସକାଳୁ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ…

7 years ago

ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ

ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର…

7 years ago

ଟ୍ରାକ୍ଟରରେ ଭୋଟ ଦେବାକୁ ପହଞ୍ଚିଲେ ନେତା

ମୁମ୍ବାଇ,୨୧।୧୦: ସୋମବାର ମହାରାଷ୍ଟ୍ର ଏବଂ ହରିଆଣାରେ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ହରିଆଣାରେ ୯୦ଟି ଆସନରେ ୧,୧୬୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ରାଜ୍ୟରେ ମୁଖ୍ୟତଃ…

7 years ago

ପିଓକେରେ ଭାରତୀୟ ସେନାର ଜବାବୀ କାର୍ଯ୍ୟାନୁଷ୍ଠାନ: ୩୫ ଆତଙ୍କବାଦୀ, ୫ ସୈନ୍ୟ ନିହତ

ଶ୍ରୀନଗର/ଇସ୍‌ଲାମାବାଦ, ୨୧ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଥିବା ପାକିସ୍ତାନକୁ ରବିବାର ଶକ୍ତ ଝଟ୍‌କା ଲାଗିଛି। ଭାରତୀୟ ସେନାର…

7 years ago

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ କାରରେ…

7 years ago

୯ରେ କର୍‌ତାରପୁର କରିଡର ଉଦ୍‌ଘାଟନ

ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍‌ତାରପୁର କରିଡର ଉଦ୍‌ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର କର୍‌ତାରପୁରର…

7 years ago

୨୮ ମାଓବାଦୀଙ୍କ ଆମତ୍ସମର୍ପଣ

ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ ବୋଲି…

7 years ago

ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ

ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା…

7 years ago