ଜାତୀୟ

ଆଇଟିବିପିର ୫୦୦ଘଣ୍ଟାର ମିଶନ: ୮ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର

ପିଥୋରାଗଡ/ ନୂଆଦିଲ୍ଲୀ,୪ା୭(ପି.ଟି.): ନନ୍ଦାଦେବୀ ପୂର୍ବ ଶିଖର ଆରୋହଣ କରୁଥିବା ୮ ପର୍ବତାରୋହୀଙ୍କ ମୃତଦେହ ଦୀର୍ଘ ୫୦୦ ଘଣ୍ଟାର ଅପରେଶନ୍‌ ପରେ ଉଦ୍ଧାର କରାଯାଇ ବୁଧବାର ତଳକୁ ଓହ୍ଲାଇ…

7 years ago

୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ

ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି…

7 years ago

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ବଡ଼…

7 years ago

ମୋତିଲାଲ ଭୋରା ହୋଇପାରନ୍ତି କଂଗ୍ରେସର କାମଚଳା ଅଧ୍ୟକ୍ଷ

ନୂଆଦିଲ୍ଲୀ, ୩।୭: କଂଗ୍ରେସର ଅଧ୍ୟକ୍ଷ ପଦରୁ ବୁଧବାର ରାହୁଲ ଗାନ୍ଧୀ ଇସ୍ତଫା ଦେବାପରେ ତାଙ୍କ ସ୍ଥାନ କିଏ ନେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଦଳର…

7 years ago

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ।…

7 years ago

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ ଭାଜପା…

7 years ago

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର…

7 years ago

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ…

7 years ago

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ…

7 years ago

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ…

7 years ago