ଜାତୀୟ

୨୯ ବର୍ଷ ପରେ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ

ଲକ୍ଷ୍ନୌ, ୨।୭: ୨୯ବର୍ଷ ପରେ ନିଜ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ। ହତ୍ୟାର ପ୍ରତିଶୋଧ ନେବା ପାଇଁ ପୁଅ କଲ୍ୟାଣ କେବଳ ଯେ ୨୦ବର୍ଷ ଅପେକ୍ଷା…

7 years ago

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ ଘୋଷିତ…

7 years ago

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌ ତିଓ୍ବାରୀଙ୍କ…

7 years ago

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ…

7 years ago

ବିଧାନସଭାକୁ ଆସୁନାହାଁନ୍ତି ତେଜସ୍ବୀ

ପାଟନା,୨।୭: ରାଷ୍ଟ୍ରୀୟ ଜନତା ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ ମଙ୍ଗଳବାର ଦ୍ୱିତୀୟ ଦିନରେ ବି ବିଧାନସଭାରେ ପହଞ୍ଚି…

7 years ago

ଡିସିଟି ଯୋଜନା ନେଇ କେନ୍ଦ୍ର ସରକାର ଏବଂ ସିଇସିଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୭: ସୁପ୍ରିମ୍‌କୋର୍ଟ ସିଧା ସଳଖ ନଗଦ ସ୍ଥାନାନ୍ତର ବା ଡାଇରେକ୍ଟ କ୍ୟାସ୍‌ ଟ୍ରାନ୍ସଫର(ଡିସିଟି) ଯୋଜନା ନେଇ କରାଯାଇଥିବା ଏକ ଆବେଦନର ବିଚାର କରି ମଙ୍ଗଳବାର କେନ୍ଦ୍ର ସରକାର…

7 years ago

ବନ ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ କାହିଁକି ଚୁପ୍‌ ଅଛନ୍ତି ମୁଖ୍ୟମନ୍ତ୍ରୀ: ବିରୋଧୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନାରେ ବିରୋଧୀ କଂଗ୍ରେସ ଓ ଭାଜପା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଘେରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) କର୍ମୀମାନେ ଯେଉଁଭଳି ଭାବେ ଜଣେ ମହିଳା…

7 years ago

ଜୁହୁ ବିମାନ ବନ୍ଦର ରନ୍‌ଓ୍ବେରେ ଖେଳିଲା ମାଗୁର ମାଛ: ଭିଡ଼ିଓ ଭାଇରାଲ

ମୁମ୍ବାଇ,୨।୭: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇର ଅନେକ ଅଞ୍ଚଳରେ ବର୍ଷା ଜଳ ଜମି ରହିଛି। ଜୁହୁ ବିମାନ ବନ୍ଦରରେ ମଧ୍ୟ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ବିମାନ…

7 years ago

ଘରକୁ ଫେରିଲେ ଟିଆର୍‌ଏସ୍‌ କର୍ମୀଙ୍କ ମାଡରେ ଆହତ ହୋଇଥିବା ବନ ଅଧିକାରୀ ଅନିଥା

ହାଇଦ୍ରାବାଦ,୨।୭: ତେଲେଙ୍ଗାନାର କୋମରାମ ଭିମ ଆସିଫାବାଦରେ ଗତ ଜୁନ୍‌ ୨୯ରେ ଟିଆର୍‌ଏସ୍‌ କର୍ମୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇ ଗୁରୁତର ଭାବେ ହାଇଦ୍ରାବାଦର କିମ୍ସ ହସ୍ପିଟାଲରେ ଚିକିତ୍ସିତ…

7 years ago

ସେପ୍ଟେମ୍ବର ସୁଦ୍ଧା ବାୟୁସେନାକୁ ମିଳିବ ରାଫାଲ ଯୁଦ୍ଧ ବିମାନ: ଅମ୍ବାଲା ଏୟାର୍‌ ବେସ୍‌ରେ ହେବ ମୁତୟନ

ନୂଆଦିଲ୍ଲୀ,୨।୭: ଭାରତକୁ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ରାଫାଲ ଯୁଦ୍ଧ ବିମାନ ମିଳିବାର ସମ୍ଭାବନା ରହିଛି। ଏନେଇ ଫ୍ରାନ୍ସ୍‌ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଭାରତୀୟ ବାୟୁସେନାରେ ସାମିଲ୍‌…

7 years ago