ଜାତୀୟ

ନଦୀକୁ ଖସିଲା ବରଯାତ୍ରୀ ଗାଡି: ୭ ନିଖୋଜ

ଲକ୍ଷ୍ନୌ, ୨୦।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ଦଳକୁ ନେଇ ଯୋଉଥିବା ଏକ ପିକ୍‌ଅପ୍‌ ଗାଡି ନଦୀକୁ ଖସି ପଡିଛି। ଫଳରେ ୭ ଜଣ…

7 years ago

ଥରିଲା ମହାରାଷ୍ଟ୍ର

ମୁମ୍ବାଇ,୨୦।୬: ମହାରାଷ୍ଟ୍ରର ସତରା ଜିଲାରେ ଗୁରୁବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮।…

7 years ago

୭୬ବର୍ଷ ପରେ ଜଣେ ଶିଶୁ ପାଇଁ ଖୋଲିଲା ସ୍କୁଲ

ଚେନ୍ନାଇ. ୨୦।୬: ତାମିଲନାଡୁର ଏକ ପ୍ରାଥମିକ ସ୍କୁଲ ୭୬ ବର୍ଷ ପରେ ଗୋଟିଏ ଶିଶୁ ପାଇଁ ଖୋଲିଛି। କ୍ଲୂପରାଇର ଚିନ୍ନାଇକଲ୍ଲାରର ଏହି ସ୍କୁଲ ଦ୍ରବିଡାର ଏବଂ ଆଦିବାସୀ…

7 years ago

ପ୍ରାଇମେରୀ ସ୍କୁଲରେ ଯୋଗୀ ବାଣ୍ଟିବେ ଖଦି ପୋଷାକ

ଲକ୍ଷ୍ନୌ, ୨୦।୬: ଖଦିର ବିକାଶ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟର ପ୍ରାଇମେରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଖଦି ପୋଷାକ…

7 years ago

ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ: ପ୍ରଥମେ ଭାରତୀୟ ସେନା ଉପରେ କରିବାକୁ ହେବ ଆକ୍ରମଣ

ଶ୍ରୀନଗର,୨୦।୬: ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ ରଖାଯାଇଛି। ଆତଙ୍କବାଦୀ ସଂଗଠନରେ ଯୋଗଦେବା ଲାଗି ଆବେଦନକାରୀଙ୍କ ଆଗ୍ରହ ପ୍ରଥମେ ପ୍ରମାଣ କରିବାକୁ ହେବ।…

7 years ago

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହାକୁ…

7 years ago

‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’

ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି…

7 years ago

ପ୍ୟାନେଲ ଗଠନ କରାଯିବ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି ପ୍ରତିରକ୍ଷାମନ୍ତ୍ରୀ…

7 years ago

ଛାତ୍ରନେତାରୁ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୦ା୬(ପି.ଟି.): ରାଜସ୍ଥାନର ଭାଜପା ଏମ୍‌ପି ଓମ୍‌ ବିର୍ଲା ବୁଧବାର ସପ୍ତଦଶ ଲୋକ ସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିର୍ଲାଙ୍କ ନାଁ…

7 years ago

୫ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୦ା୬(ଆଇଏଏନ୍‌ଏସ୍‌): ଆତଙ୍କବାଦୀମାନଙ୍କର ଏକ ବିସ୍ଫୋରଣ ଉଦ୍ୟମକୁ ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପଣ୍ଡ କରିଦେଇଛି। ସୋପିଆନ ଜିଲାରୁ ଆତଙ୍କବାଦୀମାନଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗୋଇନ୍ଦା ସୂଚନା…

7 years ago