ଜାତୀୟ

କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା: ୮୮ ଲକ୍ଷ ମୁସଲମାନ ଛାତ୍ରୀଛାତ୍ର ଉପକୃତ; ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ,୧୫।୬: କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା ଅନ୍ତର୍ଗତ ୨୦୧୮-୧୯ ବର୍ଷରେ ମୋଟ ଏକ କୋଟି ୮ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁସଲମାନ ଛାତ୍ରୀଛାତ୍ରଙ୍କ…

7 years ago

ମହିଳାଙ୍କୁ ରାସ୍ତାରେ ପିଟିଲେ କଂଗ୍ରେସ ନେତାଙ୍କ ଭାଇ: ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ନେତା ତ ନେତା ତାଙ୍କ ଭାଇଙ୍କ ପାଓ୍ବାର ମଧ୍ୟ ଅଧିକ। ବେଳ ପଡ଼ିଲେ ସେ ଆଇନକୁ ମଧ୍ୟ ହାତକୁ ନେଇ ପାରିବେ। ପଞ୍ଜାବ ମକ୍ତସର ଜିଲାରେ…

7 years ago

ନକଲି ପରିଚୟ ପତ୍ର ତିଆରିକରି ଏମ୍‌ବିଏ ହେଲେ ଆଇପିଏସ୍‌ ଅଫିସର: ଫେସବୁକ୍‌ ବାନ୍ଧବୀଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୬: ନକଲି ପରିଚୟ ପତ୍ର ତିଆରି କରି ନିଜକୁ ଆଇପିଏସ୍‌ ଅଫିସର କହୁଥିବା ଜଣେ ଏମ୍‌ବିଏ ପାସ୍‌ କରିଥିବା ଯୁବକଙ୍କୁ ପୂର୍ବ ଦିଲ୍ଲୀର ମୟୂର ବିହାର ପୋଲିସ…

7 years ago

ଜୟ ଶ୍ରୀରାମ ସ୍ଲୋଗାନ ମୌଳିକ ଅଧିକାର ହେଉ

କୋଲକାତା,୧୫ା୬(ପି.ଟି.): ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ମୌଳିକ ଅଧିକାର କରିବା ଲାଗି କାଲକାଟା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନ…

7 years ago

ଅକ୍ଷୟ ପାତ୍ର ଫାଉଣ୍ଡେଶନକୁ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ

ଲଣ୍ଡନ,୧୫ା୬(ପି.ଟି.): ଭାରତର ଏକ ଅଣଲାଭକାରୀ ସଂସ୍ଥା ଅକ୍ଷୟ ପାତ୍ର ସ୍କୁଲ୍‌ ମିଲ୍‌ ପ୍ରୋଜେକ୍ଟକୁ ବିବିସି ଓ୍ବାର୍ଲଡ ସର୍ଭିସ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଚଳିତ ସପ୍ତାହରେ…

7 years ago

ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ କଂଗ୍ରେସର…

7 years ago

ମାଓବାଦୀଙ୍କ ପାଖରେ ପାକିସ୍ତାନ ଆର୍ମି ରାଇଫଲ୍‌

ରାୟପୁର, ୧୫।୬: ପାକିସ୍ତାନ ମାଓବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କଥା ଏବେ ସ୍ପଷ୍ଟ ହୋଇଛି। ନିକଟରେ ଛତିଶଗଡ଼ ଉତ୍ତର ବସ୍ତରର କାଙ୍କେରରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହେବା…

7 years ago

ହଟିଲା ଚନ୍ଦ୍ରାବାବୁଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା: ବିମାନ ବନ୍ଦରରେ କରାଗଲା ଯାଞ୍ଚ୍‌

ହାଇଦ୍ରାବାଦ୍‌ ୧୫।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗନ୍ନବରମ୍‌ ବିମାନବନ୍ଦରରେ ଚନ୍ଦ୍ରାବାବୁଙ୍କୁ ସୁରକ୍ଷା ଯାଞ୍ଚ୍‌ କରାଯାଇଛି।…

7 years ago

ସୀମାନ୍ତ ସ୍ଥିତି ସମୀକ୍ଷା କଲେ ରାଜନାଥ

ନୂଆଦିଲ୍ଲୀ,୧୫ା୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସେନାବାହିନୀର ଶୀର୍ଷ ପଦାଧିକାରୀମାନଙ୍କ ବୈଠକରେ ପାକିସ୍ତାନ ଓ ଚାଇନା ସୀମାନ୍ତର ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ଥଳସେନା ମୁଖ୍ୟ…

7 years ago

ବିହାରରେ ଏଲ୍‌ଜେପି ଦୁଇଭାଗ

ପାଟନା,୧୫ା୬: କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ବିହାରରେ ଦୁଇଭାଗ ହୋଇଛି। ଦଳର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ଶର୍ମା ଓ…

7 years ago