ଜାତୀୟ

ମହାରାଷ୍ଟ୍ର ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୧୩ା୭(ଆଇଏଏନ୍‌ଏସ୍‌): ମରାଠାମାନଙ୍କ ପାଇଁ ସ୍ଥାନ ସଂରକ୍ଷଣ ଉପରେ ରହିତାଦେଶ ଦେବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଏହି ସମ୍ପ୍ରଦାୟ ପାଇଁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଦିଆଯାଇଥିବା…

7 years ago

‘ଅର୍ଥବଳ ପ୍ରୟୋଗ କରୁଛି ଭାଜପା’

ଅହମଦାବାଦ,୧୩ା୭: କର୍ନାଟକରେ ସରକାର ଭାଙ୍ଗିବାକୁ ଭାଜପା ଅର୍ଥବଳ ପ୍ରୟୋଗ କରିବା ସହ ଭୟଭୀତ କରାଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ଶାସକ ମେଣ୍ଟର ୧୬…

7 years ago

ଆସ୍ଥାଭୋଟ ପୂର୍ବରୁ ଘୋଡ଼ାବେପାର ଭୟ: ବିଧାୟକଙ୍କୁ ଜଗିଲେ ସବୁ ଦଳ

ବେଙ୍ଗାଲୁରୁ,୧୩ା୭:କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ସମ୍ପର୍କରେ ବାଚସ୍ପତି ୧୬ ତାରିଖ ପର୍ଯ୍ୟନ୍ତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ…

7 years ago

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ବାଚସ୍ପତି…

7 years ago

ମାନହାନି ମାମଲାରେ ରାହୁଲଙ୍କୁ ମିଳିଲା ଜାମିନ

ଅହମ୍ମଦାବାଦ,୧୨।୭: ମାନହାନିର ଆଉ ଏକ ମାମଲାରେ ଅହମ୍ମଦାବାଦ କୋର୍ଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ଅହମ୍ମଦାବାଦ ମେଟ୍ରୋପଲିଟାନ କୋର୍ଟରେ ଏହି…

7 years ago

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ ଏହି…

7 years ago

୧୮ହଜାର ପକ୍ଷୀଙ୍କୁ ନୂଆ ଜୀବନ ଦେଲେ ସୀମା ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୨।୭: ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନମାନେ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସୀମାରେ ଚୋରା ଚାଲାଣ ହେଉଥିବା ବିରଳ ପ୍ରଜାତିର କଇଁଛ ଓ କଙ୍କଡା…

7 years ago

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ ଛୁଆର…

7 years ago

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ…

7 years ago

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ କର୍ମଚାରୀ…

7 years ago