ଜାତୀୟ

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି।…

7 years ago

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ କରାଯାଇ…

7 years ago

୨୫ ହାଇକୋର୍ଟରେ ଗଡୁଛି ୪୩ ଲକ୍ଷ ମାମଲା: ୪୧୪ ବିଚାରପତି ପଦବୀ ଖାଲି

ନୂଆଦିଲ୍ଲୀ,୧୪ା୯(ପି.ଟି.): ଦେଶର ୨୫ ହାଇକୋର୍ଟରେ ୪୧୪ ବିଚାରପତି ପଦବୀ ଖାଲି ପଡ଼ିଛି, ଯାହାକି ଅଦ୍ୟାବଧି ସର୍ବାଧିକ ବୋଲି ଆଇନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ସେପ୍ଟେମ୍ବର ୧ରେ ମିଳିଥିବା…

7 years ago

ୟୁଏନ୍‌ଏଚ୍‌ଆର୍‌ସିର ୪୭ ସଦସ୍ୟ: ୫୮ ରାଷ୍ଟ୍ରକୁ ଧନ୍ୟବାଦ ଦେଲେ ଇମ୍ରାନ୍‌

ନୂଆଦିଲ୍ଲୀ,୧୪ା୯: ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)ର ମୋଟ ସଦସ୍ୟ ସଂଖ୍ୟା ୪୭ ଥିବାବେଳେ ପାକିସ୍ତାନକୁ ୫୮ ରାଷ୍ଟ୍ର ସମର୍ଥନ ଦେଇଥିବା ସେଠାର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦାବି…

7 years ago

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂସଦ ନିର୍ବାଚନ: ଏବିଭିପି ହାତରେ ୩ ପଦବୀ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଆର୍‌ଏସ୍‌ଏସ୍‌ ସ୍ବୀକୃତିପ୍ରାପ୍ତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପ୍ରାର୍ଥୀ…

7 years ago

ଏକକ ଦେୱାନି ସଂହିତା ସପକ୍ଷରେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଭାରତରେ ଏକକ ଦେୱାନି ସଂହିତା (ୟୁସିସି) ପ୍ରସ୍ତୁତ କରିବା ସପକ୍ଷରେ ଶୁକ୍ରବାର ସୁପ୍ରିମକୋର୍ଟ ଗୁରୁତ୍ୱ ଦେଇଛନ୍ତି। ୧୯୮୨ରେ ଏନେଇ ପ୍ରୋତ୍ସାହନ ଦେବା ସତ୍ତ୍ୱେ ସେବେଠୁ ଲକ୍ଷ୍ୟ…

7 years ago

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ ମଧ୍ୟରେ।…

7 years ago

ଶିବକୁମାରଙ୍କ ଇଡି ରିମାଣ୍ଡ ବଢ଼ିଲା

ନୂଆଦିଲ୍ଲୀ,୧୪ା୯(ପି.ଟି.): କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କ ଇଡି ରିମାଣ୍ଡ ଅବଧିକୁ ଦିଲ୍ଲୀର ଏକ ଅଦାଲତ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହାଜତରେ ଅଧିକ…

7 years ago

ଫାରୁକ୍‌, ଓମାରଙ୍କୁ ଭେଟିପାରିବେ ୨ ଏନ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୪ା୯: ଗୃହବନ୍ଦୀ ଥିବା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ଓ ତାଙ୍କ ପୁଅ ତଥା ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲାଙ୍କୁ ଦଳର ଦୁଇଜଣ ଏମ୍‌ପି ସାକ୍ଷାତ୍‌…

7 years ago

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର ପ୍ରତ୍ୟାହାର…

7 years ago