ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ ୩ଟାରେ…
କୁଆଲାମ୍ପୁର,୨୦।୮: ବିବାଦୀୟ ଇସଲାମିକ୍ ଧର୍ମ ଉପଦେଶକ ଜାକିର୍ ନାଇକ୍ଙ୍କ ଉପରେ ମାଲେସିଆରେ କଟକଣା ଜାରି ହୋଇଛି। ଏଣିକି ସେ ଧାର୍ମିକ ଉପଦେଶ ଦେଇପାରିବେ ନାହିଁ। ଦେଶର ସୁରକ୍ଷାକୁ…
ନୂଆଦିଲ୍ଲୀ,୨୦।୮: ଦେଶରେ ଆଇଏସ୍ଆଇ ଏଜେଣ୍ଟ ସହିତ ୪ ଆତଙ୍କବାଦୀ ନକଲି ପାସପୋର୍ଟରେ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ…
ବେଙ୍ଗାଲୁରୁ, ୨୦।୮: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମରେ ବାଧା ଦେବାରୁ ୧୯ ବର୍ଷ ପ୍ରେମିକ ସହ ମିଶି ପିତାଙ୍କୁ ହତ୍ୟା କରିଛନ୍ତି…
ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୭୫ ତମ ଜନ୍ମ ବାର୍ଷିକୀ ଅବସରରେ ମଙ୍ଗଳବାର ବୀରଭୂମିଠାରେ କଂଗ୍ରେସର ମଧ୍ୟକାଳୀନ ଅଧ୍ୟକ୍ଷ ତଥା ରାଜୀବଙ୍କ ସ୍ତ୍ରୀ ସୋନିଆ…
ନୂଆଦିଲ୍ଲୀ, ୨୦।୮: ପ୍ରତିବର୍ଷ ଅଗଷ୍ଟ ୨୦ରେ ଭାରତରେ ଜାତୀୟ ଦିବସ ପାଳିତ ହୋଇଥାଏ। ୯୬ ବର୍ଷ ତଳେ ୧୯୨୩ରେ ଦେଶରେ ପ୍ରଥମ ରେଡ଼ିଓ ପ୍ରସାରଣ ଆରମ୍ଭ ହୋଇଥିଲା।…
ହାଇଦ୍ରାବାଦ,୨୦ା୮: ତେଲେଙ୍ଗାନାରେ ତେଲୁଗୁ ଦେଶମ୍ ପାର୍ଟି(ଟିଡିପି)ର ୫୦ରୁ ଊର୍ଦ୍ଧ୍ୱ ନେତା ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ ଓ ଅନ୍ୟାନ୍ୟ…
ଶ୍ରୀନଗର,୨୦ା୮: ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଉପସ୍ଥାନ ବହୁତ କମ୍…
ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର…
ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା।…