ଜାତୀୟ

ବାବରୀ ମସଜିଦ୍‌ ଭଙ୍ଗା ମାମଲା: କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇ ନଜର

ନୂଆଦିଲ୍ଲୀ,୧୦।୯: କଲ୍ୟାଣ ସିଂ ରାଜ୍ୟପାଳ ପଦ ଛାଡ଼ିବା ପରେପରେ ଏବେ ତାଙ୍କ ଉପରେ ସଙ୍କଟ ଦେଖାଦେଇଛି। ବାବରୀ ମସଜିଦ୍‌ ଭଙ୍ଗା ମାମଲାରେ କଲ୍ୟାଣ ସିଂଙ୍କ ସମେତ ଭାଜପାର…

7 years ago

ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ

ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା ସମୟରେ…

7 years ago

ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ: ଋଣଭାର ଯୋଗୁ ଆତ୍ମହତ୍ୟା କଲେ ବିଲ୍ଡର

ଅହମ୍ମଦାବାଦ୍‌,୧୦।୯: ଦେଶରେ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥା ଯୋଗୁ ବିଭିନ୍ନ କ୍ଷେତ୍ରରେ କାରବାର ହ୍ରାସ ପାଇବାରେ ଲାଗିଛି। ସୁରଟର ଜଣେ ବିଲ୍ଡରଙ୍କ କାରବାର ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ…

7 years ago

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ…

7 years ago

ଗ୍ରାମାଞ୍ଚଳରେ କାମ କରିବାକୁ ରାଜି ନ ହେଲେ ଡାକ୍ତରଙ୍କୁ ଭୋଗିବାକୁ ପଡିବ ୫ ବର୍ଷ ଜେଲ୍‌

ମୁମ୍ବାଇ,୧୦।୯: ମହାରାଷ୍ଟ୍ର ସରକାର ଏବେ ଡାକ୍ତରମାନଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ଗ୍ରାମାଞ୍ଚଳରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ବଢିଯାଉଥିବା ଦୂରତାକୁ କମ୍‌ କରିବାକୁ ଏଭଳି ପଦକ୍ଷେପ…

7 years ago

ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ…

7 years ago

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା…

7 years ago

ଇସ୍ରୋ ଅଧ୍ୟକ୍ଷଙ୍କ ନାମରେ ଫେକ୍‌ ଆକାଉଣ୍ଟ

ଚେନ୍ନାଇ,୧୦ା୯(ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ ମିଡିଆରେ…

7 years ago

୩ ସେନାର ଆଧୁନିକୀକରଣ ପାଇଁ ମେଗା ଯୋଜନା: ବ୍ୟୟ ହେବ ୧୩୦ ବିଲିୟନ ଡଲାର

ନୂଆଦିଲ୍ଲୀ,୧୦ା୯(ପି.ଟି.): ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଭାରତୀୟ ସୈନ୍ୟବାହିନୀର ଆକ୍ରମଣ କ୍ଷମତା ବୃଦ୍ଧି ସହ ଏହାର ଆଧୁନିକୀକରଣ ଲାଗି ସରକାର ମେଗା ଯୋଜନା ପ୍ରସ୍ତୁତ କରିଛନ୍ତି।…

7 years ago

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ…

7 years ago