ଜାତୀୟ

ଇସ୍ତଫା ଦେବା ପରେ ରିଲାକ୍ସ ମୁଡ୍‌ରେ ରାହୁଲ: ଦେଖିଲେ ଫିଲ୍ମ ‘ଆର୍ଟିକଲ-୧୫’

ନୂଆଦିଲ୍ଲୀ,୫।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ରାହୁଲ ଗାନ୍ଧୀ ଏବେ ଚର୍ଚ୍ଚାରେ ରହିଛନ୍ତି। ଇସ୍ତଫାକୁ ନେଇ ଲାଗିରହିଥିବା ବିବାଦରୁ ନିଜକୁ ଦୂରେଇ ରଖିବା ପାଇଁ…

7 years ago

ରାଜୀବ ଗାନ୍ଧୀ ହତ୍ୟା ମାମଲା: ନଳିନୀଙ୍କୁ ମିଳିଲା ୩୦ ଦିନର ପାରୋଲ

ଚେନ୍ନାଇ,୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନଙ୍କୁ ମାଡ୍ରାସ ହାଇକୋର୍ଟ ୩୦ ଦିନର ପାରୋଲ…

7 years ago

ଇସ୍ତଫା ଦେଲେ କଂଗ୍ରେସ ବିଧାୟକ ଅଳ୍ପେଶ ଠାକୁର

ଗାନ୍ଧିନଗର,୫।୭: ଗୁଜରାଟ ରାଧାନପୁରର କଂଗ୍ରେସ ବିଧାୟକ ଅଳ୍ପେଶ ଠାକୁର ଶୁକ୍ରବାର ବିଧାୟକ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ତେବେ ସେ ଏଥିପାଇଁ ରାହୁଲ ଗାନ୍ଧୀଙ୍କୁ ଦାୟୀ କରିଛନ୍ତି।…

7 years ago

ସୀତାରାମନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ରେ ୪୯ ବର୍ଷ ପରେ ମହିଳା ଅର୍ଥମନ୍ତ୍ରୀ ଭାବେ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ…

7 years ago

ଦିଲ୍ଲୀର ଡିଜିଏଚ୍‌ଏସ୍‌ କୋଠାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫।୭: ଦିଲ୍ଲୀର କାରକାରଦୁମା ଅଞ୍ଚଳରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ହେଲ୍‌ଥ ସର୍ଭିସ (ଡିଜିଏଚ୍‌ଏସ୍‌) କାର୍ଯ୍ୟାଳୟ ଥିବା ସୁଉଚ୍ଚ ଅଟାଳିକାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ…

7 years ago

ଖୁବ୍‌ଶୀଘ୍ର ଉବଲବ୍ଧ ହେବ ୧, ୨, ୫, ୧୦,୨୦ ଟଙ୍କିଆ ମୁଦ୍ରା: ସୀତାରାମନ୍‌

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିବା ବେଳେ ସାଧାରଣ ଜନତାଙ୍କ ପାଇଁ ଖୁବ୍‌ଶୀଘ୍ର ୧, ୨, ୫, ୧୦ ଓ ୨୦…

7 years ago

ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା

ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି,…

7 years ago

ବଢିବ ସୁନା ଦର

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ଉପସ୍ଥାପନ କରିଥିବା ପୂର୍ଣ୍ଣାଙ୍ଗ ବଜେଟରେ ପେଟ୍ରୋଲ, ଡିଜେଲ ଓ ସୁନା ଦର ବୃଦ୍ଧି ପାଇଥିବା ସୂଚନା ମିଳିଛି। ଏସବୁରେ ଏକ୍ସାଇଜ…

7 years ago

ବଜେଟକୁ ନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟକୁ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି…

7 years ago

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ସୋପିଆନ ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ…

7 years ago