ପ୍ରୟାଗରାଜ,୨୯।୪: ବାହୁବଳୀ ନେତା ତଥା ଫୁଲପୁରର ଏମ୍ପି ଥିବା ଅତିକ ଅହମ୍ମଦଙ୍କୁ ଯଦି କୋର୍ଟ ପାରୋଲରେ ନ ଛାଡନ୍ତି ତେବେ ସେ ଜେଲ୍ରେ ରହି ନିର୍ବାଚନ ଲଢିବା…
ହାଇଦ୍ରାବାଦ୍,୨୯।୪: ତେଲେଙ୍ଗାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦ୍ୱାଦଶ ଶ୍ରେଣୀ ତେଲୁଗୁ ମାତୃଭାଷା ପରୀକ୍ଷାରେ ଶିିକ୍ଷାର୍ଥୀଙ୍କୁ ଜଣେ ଶିକ୍ଷୟତ୍ରୀ ୯୯ ନମ୍ବର ପରିବର୍ତ୍ତେ ଶୂନ ଦେଇ…
ମୁମ୍ବାଇ,୨୯।୪: ସୋମବାର ସକାଳୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ କାର୍ଯ୍ୟକ୍ରମରେ ସମସ୍ତଙ୍କ ନଜର ଥାଏ ମାୟାନଗରୀର ଅଭିନେତା ଅଭିନେତ୍ରୀଙ୍କ ଉପରେ। କାରଣ ମୁମ୍ବାଇବାସୀ ସାଧାରଣତଃ ଭୋଟ୍ ଦେବାରେ…
କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍। ଏଠାରେ କେତେକ ବୁଥ୍ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍ ଗୁଡ଼ିକ…
ନୂଆଦିଲ୍ଲୀ,୨୯-୪: ଟ୍ରେନରେ ଯାତ୍ରୀଙ୍କ ସାମଗ୍ରୀ ଚୋରି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍ପିଏଫ୍ ଓ ଜିଆର୍ପି ଥାଇ ମଧ୍ୟ ଚୋରି ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ…
ନୂଆଦିଲ୍ଲୀ,୨୯ା୪: ଆଇଏସ ସହ ସମ୍ପର୍କ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ କେରଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପ୍ରଥମେ ୩ ସନ୍ଦିଗ୍ଧଙ୍କ ମଧ୍ୟରୁ କାସାରଗଡ଼ରେ…
ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩,…
ନୂଆଦିଲ୍ଲୀ,୨୯ା୪(ପି.ଟି.): ଭାରତରେ ୭ ପର୍ଯ୍ୟାୟବିଶିଷ୍ଟ ଲୋକ ସଭା ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷକରିବା ଲାଗି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି…
ନୂଆଦିଲ୍ଲୀ,୨୯ା୪: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ ପରେ ସୁପ୍ରିମକୋର୍ଟ ନିଜ ଆଡୁ ଏହାକୁ ଶୁଣାଣି ପାଇଁ ଗ୍ରହଣ କରିବା ଓ…
ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି। ଗତ…