ଜାତୀୟ

୫୨ ଦିନ ପରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ପାର୍ଶ୍ୱରେ ପହଞ୍ଚିବ ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।…

7 years ago

କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ

ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଓ୍ବାଘା…

7 years ago

୬ ବର୍ଷ ତଳେ ବନ୍ଦ ହୋଇଥିଲା ୧୬୦ ବର୍ଷ ପୁରାତନ ଟେଲିଗ୍ରାମ୍‌ ସେବା

ନୂଆଦିଲ୍ଲୀ,୧୪।୭: ଗତ ୬ବର୍ଷ ତଳେ ୨୦୧୩ ଜୁଲାଇ ୧୪ ରାତ୍ର ୧୦ଟାରେ ଭାରତରେ ୧୬୦ବର୍ଷ ପୁରାତନ ଟେଲିଗ୍ରାମ୍‌ ସେବାକୁ ବନ୍ଦ କରିଦିଆଯାଇଥିଲା। ବ୍ରିଟିଶ୍‌ ଶାସନ ସମୟରେ ୧୮୫୦ରେ…

7 years ago

ସର୍ତ୍ତ ରଖି ଇସ୍ତଫା ପତ୍ର ପ୍ରତ୍ୟାହାର କଲେ କର୍ନାଟକ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୧୪।୭: କର୍ନାଟକର ମେଣ୍ଟ ସରକାର ଭାଙ୍ଗିବା ପରିସ୍ଥିତିରେ ପହଞ୍ଚିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। କାରଣ ଇସ୍ତଫା ଦେଇଥିବା କଂଗ୍ରେସ ବିଧାୟକ…

7 years ago

ନିଦରେ ଚାଲି ଚାଲି ମଥୁରାରୁ ଅମୃତସର ପହଞ୍ଚିଗଲେ ନାବାଳିକା

ଅମ୍ବାଲା,୧୪।୭: କେତେକଙ୍କଠାରେ ନିଦରେ ଚାଲିବା ସମସ୍ୟା ଦେଖାଦେଇଥାଏ। ଏହା ବେଳେବେଳ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଥାଏ। ମଥୁରା ଯମୁନାନଗରର ଜଣେ ୧୫ବର୍ଷ ବୟସ୍କା ନାବାଳିକା ନିଦରେ ଚାଲି…

7 years ago

ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ

ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନ…

7 years ago

ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବେ ଦର୍ଶକ

ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।…

7 years ago

ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ ସେମାନଙ୍କ…

7 years ago

ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର…

7 years ago

ବିଦ୍ରୋହୀଙ୍କୁ ମନାଇବାକୁ କସରତ

ବେଙ୍ଗାଲୁରୁ,୧୪ା୭(ପି.ଟି.): କର୍ନାଟକରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଇସ୍ତଫା ଦେଇଥିବା ବିଦ୍ରୋହୀ ବିଧାୟକମାନଙ୍କୁ ଦଳକୁ ଫେରାଇନେବା ଲାଗି କଂଗ୍ରେସ ପଛଦ୍ୱାର ବୁଝାମଣା ଚଳାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଏଚ.ଡି.…

7 years ago