ନୂଆଦିଲ୍ଲୀ, ୩।୭: କଂଗ୍ରେସର ଅଧ୍ୟକ୍ଷ ପଦରୁ ବୁଧବାର ରାହୁଲ ଗାନ୍ଧୀ ଇସ୍ତଫା ଦେବାପରେ ତାଙ୍କ ସ୍ଥାନ କିଏ ନେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଦଳର…
ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ।…
ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ ଭାଜପା…
ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର…
ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ…
ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ…
ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ…
ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର…
ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଛତ୍ରପତି…
ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ ତଲବ…