ଜାତୀୟ

କୂଟନୈତିକ ସମ୍ପର୍କ ବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୭ା୬: ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ବୁଧବାର ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ କରିଛନ୍ତି।…

7 years ago

ଗୃହରେ ଭିଡ଼ହିଂସା, ଶିଶୁମୃତ୍ୟୁ ତାତି

ନୂଆଦିଲ୍ଲୀ,୨୭ା୬(ପି.ଟି./ଆଇଏଏନ୍‌ଏସ୍‌): ଭାଜପା ଶାସିତ ଝାଡ଼ଖଣ୍ଡସ୍ଥିତ ଷଢ଼େଇକଳା-ଖରସୁଆଁ ଜିଲାର ମୁସ୍‌ଲିମ୍‌ ଯୁବକ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ଚୋରି ସନ୍ଦେହରେ ଧରି ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ପରେ ପିଟିପିଟି…

7 years ago

ଏନ୍‌ଆର୍‌ସିରୁ ଆଉ ଲକ୍ଷେ ବାଦ୍‌ ପଡ଼ିଲେ

ଗୁଆହାଟୀ,୨୭ା୬(ପି.ଟି.) :ଆସାମ ସରକାରଙ୍କ ପକ୍ଷରୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରକାଶ ପାଇଛି। ଏଥିରୁ ଆଉ ଲକ୍ଷାଧିକ ଲୋକ ବାଦ୍‌ ପଡ଼ିଛନ୍ତି। ଗତବର୍ଷ ଜୁଲାଇ ୩୦ରେ ପ୍ରକାଶିତ…

7 years ago

ଏସ୍‌-୪୦୦ ଚୁକ୍ତିନାମାକୁ ନେଇ ଆମେରିକାକୁ କହିଲେ ଜୟଶଙ୍କର: ରାଷ୍ଟ୍ର ହିତକୁ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୬।୬: ରୁଷ ସମେତ ଅନ୍ୟ କେତେକ ଦେଶ ଉପରେ ଆମେରିକା ପ୍ରତିବନ୍ଧକ ଜାରି କରିଥିଲେ ମଧ୍ୟ ଭାରତ ସେହି ଦେଶଗୁଡିକ ସହ ସମ୍ବନ୍ଧ ସ୍ଥାପନ କରିବା କ୍ଷେତ୍ରରେ…

7 years ago

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ ହାତ…

7 years ago

କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି

ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର…

7 years ago

ଖାଇକୁ ଖସିଲା କାର: ୬ ଜୀବନ ଗଲା

ଡେରାଡୁନ, ୨୬।୬: ଉତ୍ତରାଖଣ୍ଡର ନ୍ୟୁ ତେହରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସକାଳେ ଏକ କାର ଖାଇ ଭିତରକୁ ଖସିପଡିଛି। ଫଳରେ କାରରେ ଥିବା ୧୦ଜଣଙ୍କ…

7 years ago

ସରକାରୀ ଅଧିକାରୀଙ୍କୁ ପିଟିବା ପଡିଲା ମହଙ୍ଗା: ବିଧାୟକ ଗିରଫ

ଇନ୍ଦୋର, ୨୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ନଗର ନିଗମର ଜଣେ ଅଧିକାରୀଙ୍କୁ ବ୍ୟାଟରେ ପିଟିବା ଭାଜପା ବିଧାୟକ ଆକାଶ ବିଜୟବର୍ଗୀୟଙ୍କୁ ମହଙ୍ଗା ପଡିଛି। ମଧ୍ୟପ୍ରଦେଶ ପୋଲିସ ଏହି ମାମଲାରେ…

7 years ago

ବିଚ୍‌ ରାସ୍ତାରେ ଯୁବକଙ୍କୁ ଲୁହା ରଡରେ ପିଟିଲେ ଯୁବତୀ

ଚଣ୍ଡିଗଡ଼,୨୬।୬: ପ୍ରତିଦିନ ରାସ୍ତାରେ ସଡ଼କ ଦୁର୍ଘଟଣା ଘଟିଥାଏ। ଏହି ଦୁର୍ଘଟଣା ଯୋଗୁ କେତେକଙ୍କ ଜୀବନ ଯାଉଥିବା ବେଳେ ଆଉ କେତେକ ଗୁରୁତର ଆହତ ହୋଇଥାନ୍ତି। କେବଳ ସେତିକି…

7 years ago

ମୋଦି ସମାଲୋଚନା କରିବା ଅପେକ୍ଷା ଆଗ ପ୍ରତିଶୃତି ପାଳନ କରନ୍ତୁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ, ୨୬।୬: କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ଭାଜପା ସରକାର ଉପରେ ବର୍ଷିଛନ୍ତି। ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ରାଜ୍ୟସଭାରେ ଚାଲିଥିବା ଆଲୋଚନାରେ ଭାଗ ନେଇ…

7 years ago