ଜାତୀୟ

ଆଜମ୍‌ ଖାନ୍‌ଙ୍କ ଉପରେ ପୁଣି ଅଙ୍କୁଶ: ୪୮ ଘଣ୍ଟା ପ୍ରଚାର ମନା

ନୂଆଦିଲ୍ଲୀ,୧ା୫(ପି.ଟି.):ସମାଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ଆଜମ୍‌ ଖାନ୍‌ଙ୍କ ନିର୍ବାଚନୀ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ମଙ୍ଗଳବାର ପୁଣିଥରେ ୪୮ ଘଣ୍ଟିଆ କଟକଣା ଜାରି କରିଛନ୍ତି।…

7 years ago

ମୋଦି, ଶାହଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ: ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ଚେନ୍ନାଇ,୧ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ବାଚନ କମିଶନ…

7 years ago

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ;ମଇଦାନରେ ୧୮୪ କୋଟିପତି: ପୁନମ୍‌ ସିହ୍ନା ସବୁଠୁ

ନୂଆଦିଲ୍ଲୀ,୧ା୫(ପି.ଟି.): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ସବୁଠୁ ଧନୀ ହେଉଛନ୍ତି ଲକ୍ଷ୍ନୌ ଲୋକ ସଭା ଆସନର ସମାଜବାଦୀ ପାର୍ଟି (ଏସ୍‌ପି) ପ୍ରାର୍ଥୀ ପୁନମ୍‌…

7 years ago

ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି

କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ ବିରୋଧରେ…

7 years ago

ମାଡ୍ରାସ ହାଇକୋର୍ଟରୁ କିରଣ ବେଦୀଙ୍କୁ ଝଟକା: ସରକାରଙ୍କ ଦୈନିକ କାର୍ଯ୍ୟକଳାପ ଉପରେ କରିପାରିବେନି ହସ୍ତକ୍ଷେପ

ପଣ୍ଡୁଚେରୀ,୩୦।୪: ପଣ୍ଡୁଚେରୀର ଉପ ରାଜ୍ୟପାଳ କିରଣ ବେଦୀଙ୍କୁ ମାଡ୍ରାସ ହାଇକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। କେନ୍ଦ୍ର ଶାସିତ ରାଜ୍ୟର ଦୈନିକ ଗତିବିଧି ଉପରେ ଦଖଲ ଦେବାର…

7 years ago

କଂଗ୍ରେସରେ ସାମିଲ ହେଲେ ବିଏସପି ପ୍ରାର୍ଥୀ, କଂଗ୍ରେସ ସମର୍ଥନ ଉପରେ କରାଯିବ ପୁନଃବିଚାର:ମାୟାବତୀ

ଭୋପାଳ,୩୦।୪: ଉତରପ୍ରଦେଶରେ ଏସ୍‌ପି-ବିଏସ୍‌ପି ସହ କଂଗ୍ରେସର ମେଣ୍ଟ ହୋଇ ପାରି ନ ଥିବା ବେଳେ କଂଗ୍ରେସ ଲଗାତାର ମାୟାବତୀଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛି।…

7 years ago

ମା’ଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ସୁଷମାଙ୍କୁ ଗୁହାରି କଲେ ଝିଅ

ହାଇଦ୍ରାବାଦ,୩୦।୪: ହାଇଦ୍ରାବାଦରେ ସାହିଦା ବେଗମଙ୍କ ଝିଅ ସୈୟଦା ଫାତିମା ନିଜ ମା’ଙ୍କୁ  ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଗୁହାରୀ…

7 years ago

ଏମିତି କ’ଣ ହେଲା ଯେ, ଗତ ୩ମାସରୁ ଲୋକେ ମଦ ପିଇବା କମ୍‌ କରିଦେଇଛନ୍ତି

ନୂଆଦିଲ୍ଲୀ,୩୦।୪: ଗତ ୩ମାସରୁ ଏମିତି କ’ଣ ହେଲା ଯେ ଲୋକେ ମଦ ପିଇବା କମ୍‌  କରିଦେଇଛନ୍ତି। ବାସ୍ତବରେ ଲୋକମାନେ ମଦରୁ ନିଜେ ପିଛା ଛଡ଼େଇନାହାନ୍ତି ବରଂ ବାଧ୍ୟବାଧକତାରେ…

7 years ago

ରାହୁଲଙ୍କ ନାଗରିକତାଙ୍କୁ ନେଇ ନୋଟିସ୍‌ ଜାରି କଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୦।୪: ଭାଜପାର ବରଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ଡ. ସୁବ୍ରମଣ୍ୟମ୍‌ ସ୍ବାମୀ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତାକୁ ନେଇ ଅଭିଯୋଗ ଆଣିଥିଲେ। ସେ…

7 years ago

ଘୁଞ୍ଚିଲା ପ୍ରିୟଙ୍କାଙ୍କ ଭାଇ ବାହାଘର

ମୁମ୍ବାଇ,୩୦।୪: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବିବାହ ତାରିଖ ଘୁଞ୍ଚି ଯାଇଛି। ଚଳିତ ସପ୍ତାହରେ ଏହା ହେବାକୁ ଥିବା ବେଳେ…

7 years ago