ଜାତୀୟ

ସିଦ୍ଧୁ କେବେ ରାଜନୀତି ଛାଡିବେ ବୋଲି ଲେଖି ଲଗାଗଲା ପୋଷ୍ଟର

ଲୁଧିଆନା,୨୨।୬: ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ଭାରତୀୟ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଅଡୁଆରେ ପଡିଯାଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ସେ କହିଥିବା…

7 years ago

୧୭ ବର୍ଷରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି: ୨୦୨୦ ସୁଦ୍ଧା ରୋପଣ ହେବ ୧୨୧ କୋଟି ବୃକ୍ଷ ଚାରା

ନୂଆଦିଲ୍ଲୀ,୨୨।୬: ଦେଶରେ ଗତ ୧୭ ବର୍ଷ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗକିମିରୁ ଅଧିକ ବୃଦ୍ଧି ପାଇଛି। ନେଇ ଭାରତୀୟ ଜଙ୍ଗଲ ସର୍ଭେ ରିପୋର୍ଟରେ ପ୍ରକାଶ…

7 years ago

ବର୍ଷା ପାଇଁ ଯଜ୍ଞର ଆୟୋଜନ କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୨୨।୬: ତାମିଲନାଡୁର ଅରୁଲମିଗୁ ଗଙ୍ଗାଦିସ୍ବରର ମନ୍ଦିରରେ ବର୍ଷା ଲାଗି ଏଆଇଏଡିଏମ୍‌କେ ପକ୍ଷରୁ ଏକ ଯଜ୍ଞର ଆୟୋଜନ କରାଯାଇଛି। ରାଜ୍ୟମନ୍ତ୍ରୀ ଜେ. ଜୟକୁମାର କହିଛନ୍ତି ରାଜ୍ୟରେ ମରୁଡି ପରିସ୍ଥିତି…

7 years ago

ସରକାରୀ ସ୍କୁଲରେ ଚାଦର ବିଛାଇ ତଳେ ଶୋଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁର,୨୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ‘ଭିଲେଜ ଷ୍ଟେ ପ୍ରୋଗ୍ରାମ’ କାର୍ଯ୍ୟକ୍ରମ ଅବସରରେ ଶୁକ୍ରବାର କଲବୁର୍ଗୀ ଜିଲାର ଅଫଜଲପୁର ଅନ୍ତର୍ଗତ ହେରୁର ଗଁ।କୁ ଗସ୍ତ କରିଥିଲେ। ଗସ୍ତ…

7 years ago

ହସ୍ପିଟାଲରେ କମଲ ନାଥ

ଭୋପାଳ,୨୨।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶନିବାର ସକାଳେ ହମିଦିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଙ୍ଗୁଳିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲ ଯିବାକୁ ପଡିଥିଲା।…

7 years ago

୨୦୨୩ ସୁଦ୍ଧା ଜେୱର ଏୟାର ପୋର୍ଟ ହୋଇପାରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାରପୋର୍ଟ

ନୂଆଦିଲ୍ଲୀ,୨୨।୩: ଯୋଜନା ମୁତାବକ ଯଦି କାମ କରାଯାଏ ତେବେ ୨୦୨୩ ସୁଦ୍ଧା ଅର୍ଥାତ୍‌ ୪ ବର୍ଷ ପରେ ଉତ୍ତର ପ୍ରଦେଶରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାର ପୋର୍ଟ…

7 years ago

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି।…

7 years ago

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ…

7 years ago

ଚେନ୍ନାଇରେ ଟ୍ରେନ୍‌ ଯୋଗେ ୧କୋଟି ଲିଟର ପାଣି ପହଞ୍ଚିବ

ଚେନ୍ନାଇ,୨୨।୬: ଉତ୍କଟ ଜଳ ସଙ୍କଟ ଦେଇ ଗତି କରୁଥିବା ଚେନ୍ନାଇବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି ଭେଲୋର ଜିଲାର ଜୋଲାର ପେଟାଇରୁ…

7 years ago

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା ଉତ୍ସବ…

7 years ago