ଜାତୀୟ

ଭିଡରେ ଅଣନିଃଶ୍ୱାସି ହୋଇ ଟ୍ରେନ୍‌ରେ ଯୁବତୀଙ୍କ ମୃତ୍ୟୁ

ଲକ୍ଷ୍ନୌ,୨।୬: ଉତ୍ତର ପ୍ରଦେଶରେ ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ଶୁକ୍ରବାର ରାତିରେ ଗୋଟିଏ ପରିବାର ଯାତ୍ରା କରୁଥିବା ସମୟରେ ଏମାନଙ୍କ ମଧ୍ୟରେ ଥିବା ସୀତା(୧୮) ନାମକ ଜଣେ ଯୁବତୀଙ୍କର…

7 years ago

ତେଲେଙ୍ଗାନା ଗଠନ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨।୬: ତେଲେଙ୍ଗାନା ଗଠନ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାଜ୍ୟବାସୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସୂଚନାଯୋଗ୍ୟ,…

7 years ago

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼: ଭୂପେନ୍ଦ୍ରଙ୍କ ତୁଳନାରେ ନଡ୍ଡା ଆଗରେ

ନୂଆଦିଲ୍ଲୀ,୨।୬: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନେଇ ଦଳରେ ବିଚାର ବିମର୍ଷ ଆରମ୍ଭ ହୋଇଛି । ପୂର୍ବତନ ଅଧ୍ୟକ୍ଷ ଅମିତ ଶାହ ଏବେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାର ଗ୍ରହଣ…

7 years ago

ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍‌ବି ଯବାନ ଶହୀଦ୍‌ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ…

7 years ago

ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨।୬: କଂଗ୍ରେସ ନେତୃତ୍ୱାଧୀନ ଉପା ସରକାର ସମୟରେ ହୋଇଥିବା ବେସାମରିକ ବିମାନ ଚଳାଚଳ ବିଭାଗ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର ପୂର୍ବତନ ମନ୍ତ୍ରୀ ତଥା…

7 years ago

ଡି କମ୍ପାନୀ ବିଛାଇଛି ଜାଲ୍‌ନୋଟ ଜାଲ

ନୂଆଦିଲ୍ଲୀ,୨ା୬(ଆଇଏଏନ୍‌ଏସ୍‌): କିଛିଦିନର ବ୍ୟବଧାନ ପରେ ଭାରତକୁ ପୁଣି ଆସିବାରେ ଲାଗିଛି ଉଚ୍ଚ ମୂଲ୍ୟର ଭାରତୀୟ ଜାଲ ନୋଟ (ଏଫ୍‌ଆଇସିଏନ୍‌) ଆସିବାରେ ଲାଗିଛି। ଦେଶର ପୂର୍ବାଞ୍ଚଳ ସୀମାରେ ଏହା…

7 years ago

୫ ଜୀବନ ବଞ୍ଚାଇ ଭାସିଗଲେ ଗାଇଡ୍‌

ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍‌ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି…

7 years ago

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ…

7 years ago

ପ୍ରତିଭାଙ୍କୁ ମେକ୍ସିକୋର ସର୍ବୋଚ୍ଚ ସମ୍ମାନ

ପୁଣେ,୨ା୬(ଆଇଏଏନ୍‌ଏସ୍‌): ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଶନିବାର ମେକ୍ସିକୋର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଅର୍ଡନ୍‌ ମେକ୍ସିକାନା ଡେଲ୍‌ ଆଗୁଇଲା ଆଜ୍‌ଟେକା’ରେ ସମ୍ମାନିତ କରାଯାଇଛି। ବିଦେଶୀମାନଙ୍କୁ ମେକ୍ସିକୋ…

7 years ago

କଂଗ୍ରେସ ପାଇଁ ଆତ୍ମସମୀକ୍ଷାର ବେଳ

ନୂଆଦିଲ୍ଲୀ,୨ା୬: ୨୦୦୪ରୁ ୨୦୧୪ ଉପା ସରକାରର ମଙ୍ଗ ଧରିଥିବା କଂଗ୍ରେସ ଏବେ ବିପର୍ଯ୍ୟସ୍ତ। ଦୀର୍ଘଦିନ କ୍ଷମତାରୁ ଦୂରେଇ ରହି ସତେ ଯେପରି ଏହି ସର୍ବପୁରାତନ ଦଳ ସ୍ଥାଣୁ…

7 years ago