ଜାତୀୟ

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି…

7 years ago

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି।…

7 years ago

ସିକିମ୍‌ରେ କଡ଼ା ଟକ୍କର:ଚାମଲିଂ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ଆଶା କ୍ଷୀଣ

ଗ୍ୟାଙ୍ଗଟକ୍‌,୨୪-୫:ସିକିମ୍‌ରେ ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଂ ପୋକ୍‌ଲୋକ୍‌ କାମରାଙ୍ଗ ଆସନରୁ ବିଜୟୀ ହୋଇଛନ୍ତି। ଚାମଲିଂ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏସ୍‌କେଏମ୍‌ର ଖର୍କା ବାହାଦୁର…

7 years ago

ହାରିଲେ ଊର୍ମିଳା ମାତୋଣ୍ଡକର

ମୁମ୍ବାଇ, ୨୪-୫:ମୁମ୍ବାଇ-ଉତ୍ତର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ତଥା ଅଭିନେତ୍ରୀ ଊର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ଗୋପାଳ ଶେଟ୍ଟୀଙ୍କଠାରୁ ୪,୫୨,୨୨୬…

7 years ago

ଶାହଙ୍କୁ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୫:ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି ରଣନୀତି…

7 years ago

ଭାଜପା ମୁଖ୍ୟାଳୟରେ ଦଳାଚକଟା ସ୍ଥିତି:ଠେଲାପେଲାରେ ବହୁ ଆହତ

ନୂଆଦିଲ୍ଲୀ,୨୪-୫(ପି.ଟି.):ନିର୍ବାଚନ ଫଳାଫଳ ଆସିବା ପରେ ରାଜଧାନୀ ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ହଜାର ହଜାର ସଂଖ୍ୟାରେ ଲୋକେ ରୁଣ୍ଡ ହେବାରୁ ସେଠାରେ ଦଳଚକଟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

7 years ago

ଆନ୍ଧ୍ରରେ ଓ୍ବାଇଏସ୍‌ଆର୍‌ସିପି:୩୦ରେ ଶପଥ ନେବେ ଜଗନ୍‌ମୋହନ

ଅମରାବତୀ,୨୪-୫:ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନ୍‌ମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନ୍‌ମୋହନ ଆସନ୍ତା ୩୦ ତାରିଖରେ…

7 years ago

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ

ନୂଆଦିଲ୍ଲୀ,୨୪-୫- (ପି.ଟି.):କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ ହୋଇଛି।…

7 years ago

ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୨୪-୫- :ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ଲାଗି ବିରୋଧୀ ଦଳଗୁଡିକ ପକ୍ଷରୁ ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିଥିଲା। ନିର୍ବାଚନ ପୂର୍ବରୁ ବିଭିନ୍ନ ମଞ୍ଚରେ କଂଗ୍ରେସ ସମେତ ବିଭିନ୍ନ…

7 years ago

ଅମେଠିରୁ ହାରିଲେ, ଓ୍ବାୟନାଡରେ ଜିତିଲେ

ନୂଆଦିଲ୍ଲୀ,୨୪-୫:ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ଅମେଠି ଓ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ଗୁରୁବାର…

7 years ago